Posted inଜାତୀୟ

ଶିକ୍ଷାମନ୍ତ୍ରୀଙ୍କ ପରେ ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଇସ୍ତଫା

ନୂଆଦିଲ୍ଲୀ,୭।୭: କେନ୍ଦ୍ର କ୍ୟାବିନେଟରେ ବୁଧବାର ସନ୍ଧ୍ୟାରେ ବଡ଼ ପରିବର୍ତ୍ତନ ସହ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବ। ହେଲେ ଏହା ପୂର୍ବରୁ ଅନେକ ମନ୍ତ୍ରୀମାନେ ନିଜ ପଦରୁ ଇସ୍ତାଫା ଦେଇଛନ୍ତି। ପୂର୍ବରୁ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ନିଜ ପଦରୁ ଇସ୍ତଫା ଦେଇଥିବା ବେଳେ ଏବେ ସ୍ବାସ୍ଥ୍ୟମନ୍ତ୍ରୀ ମଧ୍ୟ ଇସ୍ତଫା ଦେଇଛନ୍ତି। ସୁଚନା ମୁତାବକ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। କରୋନାର ଦ୍ୱିତୀୟ ଲହରରେ ମୋଦି ସରକାର ବିବାଦ ଘେରକୁ ଆସିଥିଲେ। ଯେଉଁଥିପାଇଁ ହର୍ଷବର୍ଦ୍ଧନଙ୍କୁ ନିଜ ପଦ ଛାଡ଼ିବାକୁ ପଡ଼ିଛି ବୋଲି ଚର୍ଚ୍ଚା ହେଉଛି। ହେଲେ ଏପର୍ଯ୍ୟନ୍ତ ଇସ୍ତଫା ପଛରେ ପ୍ରକୃତ କାରଣ ଜଣାପଡ଼ିନାହିଁ। ଅନ୍ୟପଟେ ହର୍ଷବର୍ଦ୍ଧନଙ୍କ ସହ ପରିବେଶ, ଜଙ୍ଗଲ ଓ ଜଳାବାୟୁ ପରିବର୍ତ୍ତନ ମନ୍ତ୍ରୀ ବାବୁଲ ସୁପ୍ରିଓ ମଧ୍ୟ ମନ୍ତ୍ରୀ ପରିଷଦରୁ ଇସ୍ତଫା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri