Posted inଜାତୀୟ

ଡାକ୍ତର ଏମ ଶ୍ରୀନିବାସ ଏମ୍ସର ନୂଆ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୩ ।୯: ଦିଲ୍ଲୀ-ଏନସିଆର ସମେତ ସାରା ଦେଶରେ ସବୁଠାରୁ ବଡ ଚିକିତ୍ସା ସଂସ୍ଥା ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନସେସ(ଏମ୍ସ)କୁ ନୂଆ ନିର୍ଦ୍ଦେଶକ ମିଳିଛନ୍ତି । ଡାକ୍ତର ଏମ. ଶ୍ରୀନିବାସ, ଡିନ, ଇଏସଆଇସି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ହାଇଦ୍ରାବାଦରେ କାର୍ଯ୍ୟରତ ଥିବା ବେଳେ ଏବେ ତାଙ୍କୁ ରାଜଧାନୀ ଦିଲ୍ଲୀରେ ଥିବା ଏମ୍ସର ନିର୍ଦ୍ଦେଶକ କରି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri