ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର, ପାଖରେ ଅଛନ୍ତି ନବୀନଙ୍କ ସହ…

ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍‌ର ନାମାଙ୍କନ ଦାଖଲ କରିଛନ୍ତି।

ନାମାଙ୍କନ ଭରିବା ସମୟରେ ବିଜେଡି ଏବଂ କଂଗ୍ରେସର ସଦସ୍ୟମାନେ ଉପସ୍ଥିତ ଥିବା ଦେଖିବାକୁ ମିଳିଛି। ଏମାନଙ୍କ ମଧ୍ୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ ପିସିସି ସଭାପତି ଭକ୍ତ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି। ଏଥିସହିତ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହିଥିବା ଦେଖିବାକୁ ମିଳିଛି।

ଚତୁର୍ଥ ଆସନ ପାଇଁ ବିଜେଡି ଓ କଂଗ୍ରେସର ସମର୍ଥନରେ ଡ.ଦତ୍ତେଶ୍ୱର ହୋତା ସାଧାରଣ ପ୍ରାର୍ଥୀ ଭାବରେ ଲଢ଼ୁଛନ୍ତି। ଭାଜପା  ପକ୍ଷରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଛନ୍ତି ଏବଂ ଚତୁର୍ଥ ଆସନରେ ସ୍ୱାଧୀନ ଭାବରେ (ଭାଜପା ସମର୍ଥନରେ) ଦିଲ୍ଲୀପ ରାୟ ମଧ୍ୟ ନାମାଙ୍କନ ଭରିଛନ୍ତି। ତେଣୁ ଚତୁର୍ଥ ଆସନ ପାଇଁ ରୋଚକ ପ୍ରତିଦ୍ୱନ୍ଦ୍ୱିତା ହେବ। ନିର୍ବାଚନ ମାର୍ଚ୍ଚ ୧୬ ତାରିଖରେ ହେବ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri