ଡ୍ରାଗନର ଷଡ଼ଯନ୍ତ୍ର: ଅକ୍ସାଇ ଚୀନ୍‌ରେ କରୁଛି ବଙ୍କର ନିର୍ମାଣ

ବେଜିଂ,୧୯।୧୧: ପୂର୍ବ ଲଦାଖର ଏଲ୍‌ଏସିରେ ଚାଇନା ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଛି। ଏବେ ଡ୍ରାଗନର ଷଡ଼ଯନ୍ତ୍ର ସମ୍ପର୍କରେ ରିପୋର୍ଟ ମିଳିଛି। ଗତ ମାସେ ଧରି ଅକ୍ସାଇ ଚୀନ୍‌ରେ ଚାଇନା ସୈନ୍ୟ ବାହିନୀ ଜମା ହେବାରେ ଲାଗିଛନ୍ତି। ସେଠାରେ ସଡ଼କ ନିର୍ମାଣ କରାଯାଉଛି। ଏହା ସହିତ ଚାଇନା ସୈନ୍ୟ ବାହିନୀ ଫିଙ୍ଗର-୬ ଏବଂ ଫିଙ୍ଗର-୮ ମଧ୍ୟରେ ସଂଯୋଗ ସ୍ଥାପନ କରୁଥିବା ରାସ୍ତାକୁ ଚୌଡ଼ା କରାଯାଉଛି। ସମ୍ଭାବ୍ୟ ଯୁଦ୍ଧ ସ୍ଥିତିରେ ଏଠାରେ ଯେଭଳି ଚାଇନା ସୈନ୍ୟ ଅଧିକ ସମୟ ଧରି ରହିପାରିବେ ସେଥିପାଇଁ ଯୋଜନା ବଦ୍ଧ ଭାବେ କାର୍ଯ୍ୟ କରାଯାଉଛି। କାରାକୋରମ୍‌ଠାରୁ ପ୍ରାୟ ୩୦ କିଲୋମିଟର ଦୂରରେ ସମର ଲୁଙ୍ଗ୍‌ପା ଏବଂ ରୋଚିନ୍‌ ଲାର ଦକ୍ଷିଣରେ ଥିବା ମାଉଣ୍ଟ୍‌ ସାଜୁନ୍‌ରେ ଚାଇନା ସୈନ୍ୟ ୧୦ରୁ ଅଧିକ ବଙ୍କର ନିର୍ମାଣ କରୁଛନ୍ତି। ଏହା ସହିତ ଚାଇନା ଦୌଲତ୍‌ ବେଗ୍‌ ଓଲ୍ଡି ବିମାନ ବନ୍ଦର ଉପରେ ମଧ୍ୟ କଡ଼ା ନଜର ରଖିଛି। ରଣନୀତି ଦୃଷ୍ଟିରୁ ଏହି ବିମାନ ବନ୍ଦର ଭାରତ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ବିମାନ ବନ୍ଦରଠାରୁ ୭୦ କିଲୋମିଟର ଦୂର କିଜିଲ ଜିଲଗାରେ ଚାଇନା ଅଧିକ ସୈନ୍ୟଙ୍କୁ ମୁତୟନ କରିଛି। ଏଥିରେ ଚାଇନାରମନ୍ଦ ଉଦ୍ଦେଶ୍ୟ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri