Posted inଜାତୀୟ

ଡ୍ରାଗନ ପୁଣି ଦେଖାଇଲା ନାଲିଆଖି: ଯେତିକି ପାଇଲା ସେତିକିରେ ଖୁସି ରହୁ ଭାରତ…

ଲଦାଖ,୧୮।୪: ଭାରତ ଏବଂ ଚାଇନା ମଧ୍ୟରେ ଲଦାଖ ଅଞ୍ଚଳରେ ସୀମା ବିବାଦ ଥମିବାର ନାଁ ଧରୁନି। ଏବେ ଡ୍ରାଗନ ଭାରତକୁ ପୁଣି ନାଲିଆଖି ଦେଖାଇଛି। ଏବେ ଚାଇନା ହଟ୍‌ ସ୍ପ୍ରିଙ୍ଗ୍‌, ଗୋଗ୍ରା ଏବଂ ଡେସପାଙ୍ଗ୍‌ ଅଞ୍ଚଳରୁ ହଟିବାକୁ ମନା କରିଛି। ଚାଇନା କହିଛି ଯେ, ଭାରତକୁ ଯେତିକି ମିଳିଛି ସେତିକିରେ ଖୁସି ରହିବା ଆବଶ୍ୟକ। ୯ ଏପ୍ରିଲ୍‌ରେ ଦୁଇ ଦେଶ ମଧ୍ୟରେ ୧୧ ତମ କମାଣ୍ଡରସ୍ତରୀୟ ଆଲୋଚନା ହୋଇଥିଲା। ସୀମା ବିବାଦ ନେଇ ଦୁଇପକ୍ଷଙ୍କ ମଧ୍ୟରେ ଆଲୋଚନ ହୋଇଥିଲା। ହଟ୍‌ ସ୍ପ୍ରିଙ୍ଗ୍‌, ଗୋଗ୍ରା ଏବଂ ଡେସପାଙ୍ଗ ଅଞ୍ଚଳରୁ ହଟିବା ପାଇଁ ସହମତି ପ୍ରକାଶ ପାଇଥିଲେ ମଧ୍ୟ ଏବେ ଚାଇନା ନାଲିଆଖି ଦେଖାଇବା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ କେୟାର୍ସ ଫଣ୍ଡକୁ ୫୧ଲକ୍ଷ ଟଙ୍କା ଦାନ କଲେ ପୂର୍ବତନ ବିଚାରପତି

ନୂଆଦିଲ୍ଲୀ,୧।୪: କରୋନା ଭାଇରସ୍‌ ବିରୋଧରେ ଜାରି ରହିଥିବା ଲଢ଼େଇରେ ସାରା ଦେଶରୁ ସହାୟତାର ହାତ ବଢ଼ିଛି। ଇତିମଧ୍ୟରେ ସୁପ୍ରମିକୋର୍ଟର ପୂର୍ବତନ ବିଚାରପତି ଦୀପକ ବର୍ମା ବୁଧବାର...

ମହାରାଷ୍ଟ୍ରରେ ଆରମ୍ଭ ହେଲା ସିନ୍ଧେଙ୍କ ଯୁଗ

ମୁମ୍ବାଇ,୩୦।୬: ଗତ ୧୧ଦିନରୁ ମହାରାଷ୍ଟ୍ର ରାଜନୀତିରେ ଜାରି ରହିଥିବା ସଙ୍କଟର ଗୁରୁବାର ଅନ୍ତ ଘଟିଛି। ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେ ଭାଜପା ସମର୍ଥନରେ ରାଜ୍ୟରେ...

ସଂସଦର ସ୍ବତନ୍ତ୍ର ଅଧିବେଶନ: ଧାଡିକିଆ ହ୍ବିପ ଜାରି କଲା ଭାଜପା…

ନୂଆଦିଲ୍ଲୀ,୧୪।୯ : ସେପ୍ଟେମ୍ବର ୧୮ରୁ ୨୨ ମଧ୍ୟରେ ହେବାକୁ ଥିବା ସଂସଦର ସ୍ବତନ୍ତ୍ର ଅଧିବେଶନ ପାଇଁ ଭାଜପା ଦଳର ଏମପିମାନଙ୍କୁ ଏକ ଲାଇନ ହ୍ବିପ ଜାରି...

ରାହୁଲ ଜିନ୍ନା ଅଧିକ ଯୁକ୍ତିଯୁକ୍ତ: ଭାଜପା

ନୂଆଦିଲ୍ଲୀ,୧୫ା୧୨(ପି.ଟି.): ଭାରତ ବଚାଓ ରାଲିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜକୁ ସଭରକର ନୁହେଁ, ଗାନ୍ଧୀ ବୋଲି କହିଥିବାରୁ ଏହାକୁ ନେଇ ଭାଜପା ଓ ଶିବସେନା...

ଓଡ଼ିଶାର ନବମ ଶ୍ରେଣୀ ଛାତ୍ରଙ୍କୁ ପୁରସ୍କୃତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧: ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଛନ୍ତି ଓଡ଼ିଶାର ନବମ ଶ୍ରେଣୀ ଛାତ୍ର ଅନ୍ବେଷ ଶୁଭମ ପ୍ରଧାନ। ମେଧାବୀ ଛାତ୍ର ଭାବେ ତାଙ୍କୁ...

ଟିକ୍‌ଟକ୍‌ ପାଇଁ ଆତ୍ମହତ୍ୟା କଲେ ୨ ସନ୍ତାନର ମାଆ

ନୂଆଦିଲ୍ଲୀ,୧୪ା୬(ଆଇଏଏନ୍‌ଏସ୍‌):ସଂକ୍ଷିପ୍ତ ଭିଡିଓ ପ୍ରସ୍ତୁତକାରୀ ଆପ୍‌ ଟିକ୍‌ଟକ୍‌ ପାଇଁ ତାମିଲନାଡୁର ୨ ସନ୍ତାନର ଜନନୀ ଜଣେ ୨୪ ବର୍ଷୀୟା ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ଅନୀତା ନାମ୍ନୀ...

ଡୋଭାଲଙ୍କ ଘରେ ଧାର୍ମିକ ନେତାଙ୍କ ବୈଠକ : ଶାନ୍ତି, ସହାବସ୍ଥାନ ପାଇଁ ସହମତି

ନୂଆଦିଲ୍ଲୀ,୧୧ା୧୧(ପି.ଟି.): ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ମାମଲାରେ ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ ଆସିବା ଦିନକ ପରେ ଉକ୍ତ ଅଞ୍ଚଳରେ ଶାନ୍ତି ଓ ସହାବସ୍ଥାନ ପାଇଁ ଉଭୟ...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟପାଲ ରେଡ୍ଡୀଙ୍କ ପରଲୋକ

ହାଇଦ୍ରାବାଦ,୨୮।୭: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟପାଲ ରେଡ୍ଡୀଙ୍କର ରବିବାର ପରଲୋକ ହୋଇଛି। ହାଇଦ୍ରାବାଦରେ ୭୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା...

Advertisement
Archives

Model This Week