Posted inଜାତୀୟ

ପୋଙ୍ଗୋଙ୍ଗରେ ଡ୍ରାଗନର ନଜର: ବ୍ୟବହାର କରୁଛି ହାଇସ୍ପିଡ୍‌ ପାଟ୍ରୋଲିଂ କ୍ରାଫ୍ଟ୍‌

ଲେହ, ୧୩।୧୦: ପୂର୍ବ ଲଦାଖର ଏଲ୍‌ଏସିରେ ଚାଇନା ଲଗାତାର ଉତ୍ତେଜନା ସୃଷ୍ଟି କରିବାରେ ଲାଗିଛି। ଭାରତୀୟ ସେନାର କଡ଼ା ଆଭିମୁଖ୍ୟକୁ ଦୃଷ୍ଟିରେ ରଖି ଚାଇନା ଏବେ ପୋଙ୍ଗୋଙ୍ଗ ହ୍ରଦରେ ଅଣ୍ଡର ଓ୍ବାଟର ଗତିବିଧିକୁ ଜୋରଦାର କରିଛି। ଚାଇନା ଏଠାରେ ହାଇସ୍ପିଡ୍‌ ପାଟ୍ରୋଲିଂ କ୍ରାଫ୍ଟ୍‌ର ବ୍ୟବହାର କରୁଥିବା ଅଭିଯୋଗ ହୋଇଛି। ଚାଇନା ପୋଙ୍ଗୋଙ୍ଗରେ ଟାଇପ୍‌ ୩୦୫ ଏବଂ ଟାଇପ୍‌ ୯୨୮-ଡି ବୋଟ୍‌ ବ୍ୟବହାର କରୁଛି। ଏସମ୍ପର୍କରେ ଉପଗ୍ରହ ଦ୍ୱାରା ଉତ୍ତୋଳନ କରାଯାଇଥିବା ଫଟୋରୁ ଜଣାପଡ଼ିଛି। ଚାଇନା ଆଣ୍ଟି ସବ୍‌ମେରାଇନ୍‌ ଅସ୍ତ୍ରଶସ୍ତ୍ର ଏଠାରେ ଠୁଳ କରିଥିବା ଫଟୋରେ ଦେଖିବାକୁ ମିଳୁଛି। ପୋଙ୍ଗୋଙ୍ଗ ଅଞ୍ଚଳରେ ଚାଇନା ମ୍ୟାଗ୍ନେଟିକ୍‌ ଆନାମୋଲି ଡିକ୍ଟେଟରର ଉପଯୋଗ ଗତିବିଧି ଉପରେ ନଜର ରଖିବା ଲାଗି ଉପଯୋଗ କରୁଛି। ଏହି କାର୍ଯ୍ୟରେ ଚାଇନା ଓ୍ବାଇ-୮ ଜିଏକ୍ସ୍‌-୬, ଶାନାକ୍ସି ଓ୍ବାଇ-୮ ଟ୍ରାନ୍ସ୍‌ପୋର୍ଟର ଗୋକ୍ସିନ୍‌-୬ ଏବଂ ନୂତନ ୬ ଭ୍ୟାରିଆଣ୍ଟ୍‌ ଏୟାରକ୍ରାଫ୍ଟ୍‌ ମୁତୟନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ହିମାଳୟକୁ ଜଗ

ଗୋଟେ ଧାରଣା ଥିଲା ଯେ, ପାହାଡ଼ କିମ୍ବା ପର୍ବତ ଅତ୍ୟନ୍ତ ମଜଭୁତ ଓ ଝୁଙ୍କିବା ଲାଗି ଅନେକ ଶହ ବର୍ଷ ଲାଗେ। ତିବ୍ବତ ସୀମାନ୍ତ କେନ୍ଦ୍ରୀୟ ନେପାଳର…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri