ମୁଖ୍ୟ ରାସ୍ତା ଉପରେ ଜମୁଛି ଡ୍ରେନ ପାଣି

ପାଟଣାଗଡ ୭।୭ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ସହରର ବ୍ଳକ ଛକର ଅନତି ଦୂରରେ ମୁଖ୍ୟ ରାସ୍ତର ଦୁଇ ପାର୍ଶରେ ଡ୍ରେନ ନ ଥିବାରୁ ଦୀର୍ଘ ଦିନ ହେଲା ମୁଖ୍ୟ ରାସ୍ତା ଉପରେ ଡ୍ରେନ ପାଣି ଜମିରହୁଛି । ଯାହାଫଳରେ ରାସ୍ତା ଉପରୁ ପିଚୁସବୁ ଉଠି ଛୋଟ ଛୋଟ ଗାତ ମାନ ସୃଷ୍ଟି ହେବାକୁ ସିଲାଣି । ଏଥିପ୍ରତି କାହାରି ଦୃଷ୍ଟି ପଡୁନାହିଁ । ଏହି ରାସ୍ତାଟି ସହରର ମୁଖ୍ୟ ରାସ୍ତା ହୋଇଥିବାରୁ ଉକ୍ତ ରାସ୍ତା ଦେଇ ଦୈନନ୍ଦିନ କଣ୍ଟାବାଞ୍ଜି, ବେଲପଡା,ଖପ୍ରାଖୋଲ ପଦ୍ମପୁର ଓ ପଡୋଶୀ ରାଜ୍ୟ ଛତିଶଗଡ଼କୁ ମଧ୍ୟ ହଜାର ହଜାର ଯାନବାହାନ ସହ ଲୋକେ ଯିବାଆସିବା କରୁଥିବାବେଳେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବର୍ତ୍ତମାନ ଏବେ ବର୍ଷାରୁତୁ ଚାଲିଛି, ରାସ୍ତା ଉପରେ ଡ୍ରେନ ପାଣି ଜମିରହୁଥିବାରୁ ଜନସାଧାରଣ ଓ ଛାତ୍ରୀଛାତ୍ରୀ ସ୍କୁଲ କଲେଜକୁ ସେହିରାସ୍ତା ଦେଇ ଗଲେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟିଦେଇ ତୁରନ୍ତ ଏହି ସମସ୍ୟାର ସମାଧାନ କରିବାକୁ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri