ରାସ୍ତାରେ ଜମୁଛି ଡ୍ରେନ୍‌ ପାଣି, ବର୍ଷା ହେଲେ ସ୍ଥିତି ବେହାଲ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ରିଷିଡ଼ା କୁମ୍ଭାରପଡ଼ା ମିଳନ ଛକ ନିକଟରେ ରାସ୍ତାରେ ବର୍ଷାପାଣି ଜମିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। କିଛିଦିନ ହେଲା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରିଷିଡ଼ା କୁମ୍ଭାରପଡ଼ା, ମିଳନଛକଠାରେ ପ୍ରବଳ ବର୍ଷା ହେବାରୁ ରାସ୍ତାରେ ପାଣି ଜମି ରହିଛି। ଗାଁ ବାସିନ୍ଦା ଓ ସ୍କୁଲ ଛାତ୍ରୀଛାତ୍ର ପାଣିରେ ଚାଲିକି ଯିବା ଦେଖିବାକୁ ମିଳିଛି। କିଛିଦିନ ତଳେ ମିଳନ ଛକ ନିକଟରେ ବର୍ଷା ଯୋଗୁ ଡ୍ରେନ୍‌ ପାଇଁ ରାସ୍ତାରେ ପାଣି ଜମି କାଦୁଅ ହୋଇଛି। ଏଥିପାଇଁ କୁମ୍ଭାରପଡ଼ା, ମିଳନଛକ ବାସିନ୍ଦା ଓ ସ୍କୁଲ ଛାତ୍ରୀଛାତ୍ର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପାଣି ନିଷ୍କାସନ ପାଇଁ କୁମ୍ଭାରପଡ଼ା,ମିଳନ ଛକ ବାସିନ୍ଦା ଜିଲା ପ୍ରଶାସନକୁ ଦାବି ଜଣାଇଥିଲେ ମଧ୍ୟ ପଞ୍ଚାୟତ କର୍ତ୍ତୃପକ୍ଷ ପକ୍ଷରୁ କୋଣସି ପଦକ୍ଷେପ ନେଉ ନ ଥିବାରୁ ଅଞ୍ଚଳରେ ଜନଅସନ୍ତୋଷ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?