୧୨ ଗେଟ୍‌ରେ ଜଳ ନିଷ୍କାସନ

ସମ୍ବଲପୁର,୧୮ା୯(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ରହିଥିବା ବେଳେ ଶନିବାର ଏହା ୬୨୮.୧୭ ଫୁଟ୍‌ରେ ପହଞ୍ଚତ୍ଛି। ରାତି ୧୦.୩୦ସୁଦ୍ଧା ବାମପାର୍ଶ୍ୱରେ ୮ ଓ ଡାହାଣପାର୍ଶ୍ୱରେ ୪ ମୋଟ ୧୨ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି।
ଗେଟ୍‌ ଦେଇ ୨ଲକ୍ଷ ୯୩ ହଜାର ୪୫୪ କ୍ୟୁସେକ, ପାୱାର ଚାନେଲରେ ୨୫ହଜାର ୧୮୩, ଶିଳ୍ପକୁ ୨୮୨କ୍ୟୁସେକ ଓ ଚାଷ ପାଇଁ ବିଭିନ୍ନ କେନାଲରେ ୩ ହଜାର ୪୫୧ ଏପରି ମୋଟ ୩ ଲକ୍ଷ ୨୨ହଜାର ୩୭୦ କ୍ୟୁସେକ ଜଳ ନିଷ୍କାସନ ହେଉଛି। ବେଲଗଁାରେ ୧୬ହଜାର, ପର୍ଥଲାରେ ୫୫ହଜାର ୪୭୪, ଖଇରମାଳରେ ୫ ଲକ୍ଷ ୨ ହଜାର, ବରମୁଲାରେ ୫ ଲକ୍ଷ ୭୮ ହଜାର, ମୁଣ୍ଡଳୀରେ ୫ ଲକ୍ଷ ୭୬ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri