ହୀରାକୁଦ ଜଳଭଣ୍ଡାରର ୧୮ଗେଟ୍‌ରେ ଜଳ ନିଷ୍କାସନ: ତଳ ମୁଣ୍ଡରେ ବିପଦ ଆଶଙ୍କା

ସମ୍ବଲପୁର,୧୫।୯(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଏହାର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୬୨୮.୩୩ ଫୁଟରେ ପହଞ୍ଚିଛି। ଏଣୁ ଜଳ ନିଷ୍କାସନ କରାଯାଉଛି । ବାମପଟେ ୧୬ ଓ ଡାହଣପଟେ ୬ ମୋଟ ୧୮ ଗେଟ ଦେଇ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାର ଉପର ମୁଣ୍ଡରେ ମଧ୍ୟ ପ୍ରବଳ ବର୍ଷା ହେଉଛି। ଏଥିଯୋଗୁ ଜଳଭଣ୍ଡାରକୁ ପ୍ରତି ସେକେଣ୍ଟରେ ୨ ଲକ୍ଷ ୯୨ ହଜାର ୬୨୮ କ୍ୟୁସେକ ଜଳ ପ୍ରବେଶ କରୁଛି । ସେହିପରି ୧୮ ଗେଟ ଦେଇ ୨ ଲକ୍ଷ ୯୩ ହଜାର ୬୩୪ କ୍ୟୁସେକ, ପାୱାର ଚ୍ୟାନେଲରେ ୧୯ ହଜାର ୭୨୭, ଶିଳ୍ପକୁ ୨୮୨ କ୍ୟୁସେକ ଓ ଚାଷ ପାଇଁ ବିଭିନ୍ନ କେନାଳରେ ୩ ହଜାର ୪୨୧ କ୍ୟୁସେକ ମୋଟ ୩ ଲକ୍ଷ ୧୭ ହଜାର ୬୪ କ୍ୟୁସେକ ଜଳ ନିଷ୍କାସନ ହେଉଛି। ବେଲଗଁାରେ ୮୦ ହଜାର କ୍ୟୁସେକ, ପର୍ଥଲାରେ ୧ ଲକ୍ଷ ୯୯ ହଜାର ୭୮ କ୍ୟୁସେକ, ଖଇରମାଳରେ ୪ ଲକ୍ଷ ୯୦ ହଜାର, ବରମୁଳାରେ ୫ ଲକ୍ଷ ୪୦ ହଜାର ୭୫୦ , ମୁଣ୍ଡଳୀ ୬ ଲକ୍ଷ ୯୩ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି । ଜଳଭଣ୍ଡାର ନିଷ୍କାସନ ପାଣି ପହଞ୍ଚିଲେ ତଳ ମୁଣ୍ଡରେ ଖବିପଦ ବଢି ଯାଇପାରେ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ବି ମା’ଙ୍କୁ ଛାଡ଼ିଲେନି ଦୁର୍ବୃତ୍ତ, ତାଡ଼ିନେଲେ ଆଖି

ଚୌଦ୍ୱାର,୧୯ା୧୧(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥର୍ମାଲ ରୋଡ୍‌ସ୍ଥିତ ଦକ୍ଷିଣକାଳୀ ମନ୍ଦିରରେ ବୁଧବାର ବିଳମ୍ବିତ ରାତିରେ ହୋଇଛି ଚୋରି। ଦୁର୍ବୃତ୍ତମାନେ ମନ୍ଦିରର ମୁଖ୍ୟ ଦ୍ୱାରର ତାଲା ଭାଙ୍ଗି...

ହସ୍ପିଟାଲ କଟକଣା ଅସମ୍ଭାଳ

ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜଧାନୀ ବସ୍ତି ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଘରୋଇ ହସ୍ପିଟାଲ ପାଇଁ ନୂଆ...

ଢେଙ୍କାନାଳ ବନ୍ଦ ପାଳନ

ଢେଙ୍କାନାଳ ଅଫିସ,୧୪।୨ : ଢେଙ୍କାନାଳ ସହର କଲେଜ ବାଇପାସ୍‌ଠାରେ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ସିଟି ହସ୍ପିଟାଲ...

ବିଶ୍ୱ ଏଡ୍‌ସ ଦିବସ ଆଜି: ଏବର୍ଷ ୮୦ ରୋଗୀ ଚିହ୍ନଟ, ୧୮ ମୃତ

ବାରିପଦା ଅଫିସ,୧।୧୨- ଏଡସ ନିରାକରଣ ଲାଗି ସଚେତନତା ଆଦି କାର୍ଯ୍ୟକ୍ରମ କରାଯାଉ ଥିଲେ ବି ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ରୋଗୀ ସଂଖ୍ୟା ବଢିବାରେ ଲାଗିଛି।...

ଜଳବନ୍ଦୀରେ ନଦୀକୂଳିଆ ଗାଁ

ପଦ୍ମପୁର, ୧।୬ (ଡି.ଏନ.ଏ.)-ବାତ୍ୟା ‘ୟାସ୍‌’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଦେଇ ପ୍ରବାହିତ ମନ୍ତେଈ, କଞ୍ଚୁଡ଼ି ଓ ଧଳା ନଦୀରେ...

ଛୁରି ଭୁସି ହତ୍ୟା ଘଟଣା: ଜେଲ ଗଲେ ୨ ଭାଇ

ଦିଗପହଣ୍ଡି,୨୬ା୧୦(ଡି.ଏନ୍‌.ଏ.)- ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶନିବାର ବଚ୍ଚନ ସ୍ବାଇଁଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିଲା। ବଚ୍ଚନଙ୍କ ଭଉଣୀ ଲକ୍ଷ୍ମୀଙ୍କ...

୧୨ ଲକ୍ଷ ୪୨ ହଜାର କ୍ୱିଣ୍ଟାଲ ରବି ଧାନ ସଂଗ୍ରହ ଲକ୍ଷ୍ୟ

କୋରାପୁଟ,୩ା୫(ସ୍ବ.ପ୍ର.): କୋରାପୁଟସ୍ଥିତ ଡିଆରଡିଏ ସଦ୍‌ଭାବନା ସଭାଗୃହଠାରେ ଜିଲାସ୍ତରୀୟ ରବି ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲାପାଳ ଅବଦୁଲ ଏମ୍‌ ଅଖତରଙ୍କ ଅଧ୍ୟକ୍ଷତାରେ...

୧୩,୫୩୨ ପିଲାଙ୍କୁ ମିିଳିନି ବହି

ଜଗତ୍‌ସିଂହପୁର ଅଫିସ, ୧୦ା୬: ରାଜ୍ୟ ସରକାର ଶିକ୍ଷା ଉପରେ ପ୍ରାଧାନ୍ୟ ଦେଇ ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ ମାଧ୍ୟମରେ ପ୍ରଚୁର ଅର୍ଥ ବ୍ୟୟ କରୁଛନ୍ତି। ଖାଲି ଶିକ୍ଷକ...

Advertisement
Archives

Model This Week