ଦୁର୍ଗାପୂଜା ଉପଲକ୍ଷେ ଧମାଲ କରୁଛି ନାଟକ ଶ୍ରୀକୃଷ୍ଣ ବଳେ…

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ୩୭ ବର୍ଷରେ ପଦାର୍ପଣ କରିଛି ଦୁର୍ଗାପୂଜା। ଏହି ପୂଜା ବଡ଼ ଧୂମ୍‌ଧାମରେ ପାଳନ ହୋଇଥିବା ବେଳେ ରବିବାର ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପୋଲସରା ଗୋଛାବାଡ଼ି ଗ୍ରାମର କଳାକାରମାନଙ୍କ ଦ୍ୱାରା ନିର୍ଦ୍ଦେଶକ ରାଜେନ୍ଦ୍ର ବିଶୋଇଙ୍କ ନିର୍ଦ୍ଦେଶନାରେ ‘ଶ୍ରୀକୃଷ୍ଣ ବଳେ ବିଜୟ ପାର୍ଥ’ ନାଟକ ମଞ୍ଚସ୍ଥ ହୋଇଥିଲା। ଅରୁଣ ସାହୁଙ୍କ ମଞ୍ଚ ପରିଚାଳନାରେ ମୁଖ୍ୟ ଅତିଥି ଭାବେ ବିଡିଓ ପ୍ରୀତି ରଞ୍ଜନ ରଥ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ। ଅନ୍ୟତମ ଅତିଥିଭାବେ ସିମନବାଡ଼ି ସରପଞ୍ଚ ଅମିତା ପ୍ରଧାନ, ମୁଖ୍ୟବକ୍ତା ଭାବେ ଅତିରିକ୍ତ ତହସିଲଦାର ଦୁଃଶାସନ ସ୍ବାଇଁ, ମା’ ଦୁର୍ଗାପୂଜା କମିଟିର ସଭାପତି ଦିଲୀପ ବେହେରା, ସାମାଜିକ କର୍ମୀ ପରମେଶ୍ୱର ପ୍ରଧାନ, ଜିତେନ୍ଦ୍ର ସାହୁ, ସନ୍ତୋଷ ମିଶ୍ର, ମହେଶ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ବିନୋଦ ସାହୁ, ସରୋଜ ସାହୁ, ଚିତ୍ତରଞ୍ଜନ ସାହୁ, ଅଜିତ ଚୌଧୁରୀ, ଚିରରଞ୍ଜନ ସାହୁ ପ୍ରମୁଖ ସହଯୋଗ କରିଥିଲେ। ସିମନବାଡ଼ିଠାରେ ଆଜକୁ ୩୭ ବର୍ଷ ହେବ ଜାତି, ଧର୍ମ ନିର୍ବିଶେଷରେ ଏହି ଦୁର୍ଗାପୂଜା ସୁରୁଖୁରୁରେ ପାଳନ ହୋଇ ଆସୁଥିବା ଅତିଥିମାନେ ମତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri