ନବୀନଙ୍କୁ ଭାଇ କହିଲେ ଦ୍ରୌପଦୀ

ଭୁବନେଶ୍ୱର,୮ା୭: ଏନ୍‌ଡିଏ ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସକାଳେ ଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଆସିଥିଲେ। ଏଠାରେ ପହଞ୍ଚିବା ପରେ ସିଧା ଅତିଥି ଭବନ ଯାଇଥିଲେ। ସେଠାରୁ ପୁଣି ବିଧାନସଭା ଆସିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ପାଛୋଟି ନେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସମ୍ମିଳନୀ କକ୍ଷରେ ବିଜେଡି ଏମ୍‌ପି ଓ ବିଧାୟକଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କୁ ଭାଇ କହି ସମ୍ବୋଧନ କରିଥିଲେ ଦ୍ରୌପଦୀ। ସେ ଆହୁରି ମଧ୍ୟ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ହାତରେ ମୁଁ ରାଖି ବାନ୍ଧିଥିଲି। ବିଦେଶରେ ଥାଇ ସେ ମୋ ସହ କଥା ହୋଇଥିଲେ। ମୁଁ ଗାଁର ଝିଅ, ମନ୍ତ୍ରୀ ଥିବାବେଳେ ବହୁ କାମ କରିଛି । ଆହୁରି କାମ ବାକି ଅଛି, ଆପଣଙ୍କ ସହଯୋଗ ଦରକାର। ଆମ ଗାଁର ଅବସ୍ଥା ସୁଧୁରିବା ସହ ଓଡ଼ିଶା ସୁନ୍ଦର ଭାବରେ ବଢ଼ିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri