Advertisement

ମହାପ୍ରଭୁଙ୍କୁ ଦର୍ଶନ କଲେ ଦ୍ରୌପଦୀ ମୁର୍ମୁ

ପୁରୀ ଅଫିସ,୧୦।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସୁରକ୍ଷା ପ୍ରୋଟୋକଲ ଭାଙ୍ଗି ବଳଗଣ୍ଡି ଛକରୁ କାର୍‌ରୁ ଓହ୍ଲାଇ ବଡଦାଣ୍ଡରେ ଚାଲି ଚାଲି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଆଶୀର୍ବାଦ ନେଇଛନ୍ତି।
୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ପୂର୍ବାହ୍ନ ୧୦ଟା୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି। ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରାଯାଇ ସେଠାରୁ ସିଧାସଳଖ ହେଲିକପ୍ଟରରେ ପୁରୀ ଯାଇ ତାଳବଣିଆସ୍ଥିତ ହେଲିପ୍ୟାଡରେ ପୂର୍ବାହ୍ନ ୧୧ଟା୪୦ରେ ଅବତରଣ କରିଥିଲେ। ସେଠାରେ ତାଙ୍କୁ ଗାର୍ଡ ଅପ ଅନର ପ୍ରଦାନ କରାଯାଇଥିଲା। ଏହାପରେ ସେଠାରୁ ସେ ଶ୍ରୀମନ୍ଦିର ଅଭିମୁଖେ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନେଜ ସମସ୍ୟା ନେଇ କମିଶନରଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୨ା୬-ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ୧୪ ନଂ. ୱାର୍ଡ ଅନ୍ତର୍ଗତ ଅନ୍ନପୂର୍ଣ୍ଣା ନଗରରେ ଦୀର୍ଘ ଦିନ ଧରି ଡ୍ରେନ୍‌ ମରାମତି କାର୍ଯ୍ୟ ହେଉ ନ ଥିବା...

ବହିରେ ସ୍ଥାନ ପାଇଲା ଝୁଲିମାଙ୍କ କାହାଣୀ

ଫୁଲବାଣୀ ଅଫିସ, ୨୮ା୧- କନ୍ଧମାଳ ଜିଲା ବାନ୍ଦୁଡ଼ି ଗାଁର ଭି-ଆୱାଡ୍‌ ବିଜେତା ଝୁଲିମା ମଲ୍ଲିକଙ୍କୁ ନେଇ ପୁଣି ସାରା ଦେଶରେ ଚର୍ଚ୍ଚା ା ରାଜସ୍ଥାନ ଜୟପୁରରେ...

ଏସ୍‌ପିଙ୍କ ନିର୍ଦ୍ଦେଶ ପରେ ଜବରଦଖଲ ହଟିଲା

ଆସିକା,୧୮ା୧୦ (ଡି.ଏନ୍‌.ଏ.)- ଆସିକା ସରକାରୀ ଡାକ୍ତରଖାନା ସଂଲଗ୍ନ ବାଣୀବିହାର କଲ୍ୟାଣ ମଣ୍ଡପ ଠାରୁ ଡାକ୍ତରଖାନା ପାଚେରୀ ଯାଏ ଜବରଦଖଲକୁ ଗୁରୁବାର ପ୍ରଶାସନ ପକ୍ଷରୁ ହଟାଇ ଦିଆଯାଇଛି।...

ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ

ଦେବଗଡ଼,୧୯ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଆଉଁଳି ଗ୍ରାମରୁ ଶୁକ୍ରବାର ପ୍ରେମୀଯୁଗଳଙ୍କ ମୃତଦେହ ଜବତ କରାଯାଇଛି। ଏକ ମହୁଲ ଗଛରେ ରଶି ଲଗାଇ ଏହି ପ୍ରେମୀଯୁଗଳ...

ଜବତ ହେଲା ୨୬ ଲକ୍ଷ ଟଙ୍କାର ବ୍ରାଉନସୁଗାର

ଭଦ୍ରକ ଅଫିସ, ୬।୮: ଭଦ୍ରକ ଜିଲା ପୁରଣାବଜାର ପୋଲିସ ଶୁକ୍ରବାର ନଙ୍ଗାମହଲା ଅଞ୍ଚଳରୁ ୨୬୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ଜଣ...

ବଜାରକୁ ସାନିଟାଇଜ୍‌ କଲେ: ମାସ୍କ, ସାନିଟାଇଜର ବାଣ୍ଟିଲେ

ପିପିଲି,୨୯ା୩(ଡି.ଏନ୍‌.ଏ.): କରୋନା ଯୋଗୁ ଲକ୍‌ଡାଉନ ଘୋଷଣା କରିବା ସହ ଅତ୍ୟାବଶ୍ୟକ ସାମଗ୍ରୀ ତଥା ମେଡିସିନ୍‌ ଷ୍ଟୋର, ଦୁଗ୍ଧ ପାଉରୁଟି ଷ୍ଟଲ, ଫଳ ଓ ପନିପରବା ଦୋକାନଗୁଡିକ...

ପୁରୁଷୋତ୍ତମପୁରରେ ସ୍ନାନପୂର୍ଣ୍ଣିମା

ପୁରୁଷୋତ୍ତମପୁର, ୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ସ୍ନାନପୂର୍ଣ୍ଣିମା ସୋମବାର ପାଳିତ ହେଉଛି। ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ସମେତ ଥାନା ଜଗନ୍ନାଥ ମନ୍ଦିର,...

ବିଧବା ମହିଳାଙ୍କୁ ଆକ୍ରମଣ, ୩ ଗିରଫ

ବଇଣ୍ଡା,୧୪।୭(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅମାସମା ଗ୍ରାମର ବିଧବା ମହିଳା ହୀରା ପ୍ରଧାନଙ୍କୁ ସେହି ଗ୍ରାମର ରବି ପ୍ରଧାନ, ଶ୍ରୀରାମ ପ୍ରଧାନ, ଭାଗୀରଥି ପ୍ରଧାନ ଠେଙ୍ଗାରେ...

Advertisement
Archives

Model This Week