Posted inଜାତୀୟ

ସମର୍ଥନ ପାଇଁ ଦ୍ରୌପଦୀ ମୁର୍ମୁଙ୍କ ଦକ୍ଷିଣ ଭାରତ ଗସ୍ତ…

ଚେନ୍ନାଇ, ୨।୭ : ଭାଜପା ନେତୃତ୍ୱାଧିନ ଏନଡ଼ିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ସମର୍ଥନ ଯୋଗାଡ଼ ପାଇଁ ଦକ୍ଷିଣ ଭାରତ ଗସ୍ତ କରିଛନ୍ତି। ଏହି ମର୍ମରେ ସେ ଶନିବାର ତାମିଲନାଡୁରେ ଏଆଇଏଡିଏମ୍‌କେ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଇ.ପାଲାନିସାମୀ ଏବଂ ଓ.ପନିରସେଲଭାମ୍‌ଙ୍କୁ ଭେଟିଛନ୍ତି। ଏହା ସହିତ ସେ ରାଜ୍ୟର ଅନ୍ୟାନ୍ୟ ନେତାଙ୍କ ସହିତ ସାକ୍ଷାତ୍‌ ଆଲୋଚନା କରିଛନ୍ତି।

ଏହା ସହିତ ସେ ପୁଡୁଚେରୀ ଗସ୍ତ କରି ମୁଖ୍ୟମନ୍ତ୍ରୀ ଏନ୍‌.ରଙ୍ଗାସ୍ବାମୀଙ୍କୁ ଭେଟିଛନ୍ତି।

ଏନଡ଼ିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିବା ପରେ ଏହା ତାଙ୍କର ପ୍ରଥମ ଗସ୍ତ। ମୁର୍ମୁଙ୍କୁ ଏନଡ଼ିଏର ସହଯୋଗୀ ଦଳଙ୍କ ସମର୍ଥନ ପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା, ଭୁଲ ଇଞ୍ଜେକ୍ସନ ଯୋଗୁ ନାବାଳକଙ୍କ ମୃତ୍ୟୁ ଅଭିଯୋଗ, ରାସ୍ତାରୋକୋ…

ବାସୁଦେବପୁର,୨୬।୪(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସାରେ ଅବହେଳା ଯୋଗୁ ଜଣେ ୧୪ ବର୍ଷର ନାବାଳକର ମୃତ୍ୟୁ ଘଟିଥିବା…

୧୦୦ ମିଟର ଦୂରରେ ହେଉଥିଲା ଭାଜପାର ରାଲି, ଶଦ୍ଦ ଶୁଣି ରାଗିଗଲେ ମମତା; ତା’ ପରେ…

କୋଲକାତା,୨୬।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର ଜୋରଦାର ଚାଲିଛି। ଶନିବାର (୨୬ ଏପ୍ରିଲ) ଦିନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବାନୀପୁରରେ ଏକ ରାଲି…

ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରାଷ୍ଟ୍ରପତିଙ୍କ ଉପରେ ୩ ବର୍ଷରେ ହେଲାଣି ୩ ଥର ଆକ୍ରମଣ

ଓ୍ବାଶିଂଟନ,୨୬।୪: ଶନିବାର ରାତିରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ ଆସୋସିଏସନ ରାତ୍ରୀଭୋଜନରେ ଯୋଗଦେବାକୁ ଆସିଥିଲେ। କାର୍ଯ୍ୟକ୍ରମଟି ୱାଶିଂଟନ, ଡି.ସି.ର ହିଲ୍ଟନ ହୋଟେଲର ଏକ…

ଚିନ୍ତା ବଢ଼ାଇଲାଣି ବୈଭବଙ୍କ ସ୍ବାସ୍ଥ୍ୟାବସ୍ଥା, ବନ୍ଧୁଙ୍କ ଭଳି ଆଇପିଏଲ୍‌ରୁ ହୋଇଯିବେ ବାହାର?

ଜୟପୁର,୨୬।୪: ମାତ୍ର ୧୩ ବର୍ଷ ବୟସରେ IPL ନିଲାମୀରେ ଇତିହାସ ରଚିଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ସନରାଇଜର୍ସ…

ଟ୍ରମ୍ପ ନିଜେ କହିଲେ କାହିଁକି ତାଙ୍କ ଉପରେ କରାଯାଇଥିଲା ଆକ୍ରମଣ: ୧୬୧ ବର୍ଷ ପୁରୁଣା ଘଟଣା ସହ ରହିଛି ସମ୍ପର୍କ!

ଓ୍ବାଶିଂଟନ,୨୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଆକ୍ରମଣ ଉଦ୍ୟମ କେବଳ ଆମେରିକାକୁ ନୁହେଁ ବରଂ ସମଗ୍ର ବିଶ୍ୱକୁ ଚକିତ କରିଛି। ଏହି ଘଟଣା ଶନିବାର ବିଳମ୍ବିତ…

ଭାରତୀୟ ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ, ୮୩ ବର୍ଷରେ ଶେଷ ନିଶ୍ୱାସ ତ୍ୟାଗ

ନୂଆଦିଲ୍ଲୀ,୨୬।୪: ଦେଶର ବିଶିଷ୍ଟ ଫଟୋ ଜର୍ଣ୍ଣାଲିଷ୍ଟ ତଥା କିମ୍ବଦନ୍ତୀ ଫଟୋଗ୍ରାଫର ରଘୁ ରାୟଙ୍କର ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା।…

VIDEO: Abhishek Sharmaଙ୍କ ଫ୍ୟାନ ଗର୍ଲଙ୍କ ଉନ୍ମତ କାଣ୍ଡ! ହୋଟେଲରେ ଏମିତି କଲେ ସଭିଏଁ ଚକିତ, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୨୬।୪: ସନରାଇଜର୍ସ ହାଇଦ୍ରାବାଦର ଯୁବ ଓପନର ଅଭିଷେକ ଶର୍ମାଙ୍କ ଅପାର ଲୋକପ୍ରିୟତା କୌଣସି ଲୁଚାଛପା କଥା ନୁହେଁ। ବହୁତ କମ ସମୟ ମଧ୍ୟରେ, ଅଭିଷେକ ଯୁବତୀମାନଙ୍କ ମଧ୍ୟରେ…

ହରଭଜନଙ୍କୁ ଡବଲ୍‌ ଝଟ୍‌କା: ଘର ବାହାରେ ଲେଖାଗଲା ‘ଗଦ୍ଦାର’, ପଞ୍ଜାବ ସରକାର ହଟାଇଲେ… 

ଚଣ୍ଡିଗଡ଼,୨୬।୪: ପଞ୍ଜାବର ରାଜନୈତିକ ପାଣିପାଗ ଏବେ ବେଶ ସରଗରମ ରହିଛି। ଆମ ଆଦମୀ ପାର୍ଟି (AAP) ଛାଡ଼ି ଭାଜପାରେ ସାମିଲ ହେବାର କିଛି ଦିନ ପରେ, ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri