Posted inଖେଳ

‘ମୋ ବଲ୍‌ ପଢିପାରୁ ନ ଥିଲେ ଦ୍ରାବିଡ’

ନୂଆଦିଲ୍ଲୀ,୬।୯: କିମ୍ବଦନ୍ତୀ ଶ୍ରୀଲଙ୍କାର ସ୍ପିନର ମୁଥିୟା ମୁରଲୀଧରନ ଏକ ବଡ଼ ଖୁଲାସା କରିଛନ୍ତି। ଭାରତୀୟ ଦଳର ପୂର୍ବତନ ଖେଳାଳି ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡଙ୍କୁ ନେଇ ଏକ ଇଭେଣ୍ଟରେ ମୁରଲୀଧରନ କହିଛନ୍ତି ଯେ, ସଚିନ ତେନ୍ଦୁଲକର, ବୀରେନ୍ଦ୍ର ସେହ୍ବାଗ ଏବଂ ଗୌତମ ଗମ୍ଭୀରଙ୍କ ପରି ଅନେକ ମହାନ ଭାରତୀୟ ବ୍ୟାଟ୍ସମ୍ୟାନ ତାଙ୍କ ବଲ ପଢିପାରୁଥିଲେ କିନ୍ତୁ ଦ୍ରାବିଡ ତାହା କରିପାରି ନ ଥିଲେ।
ତାଙ୍କ ବାୟୋପିକ ‘୮୦୦’ର ଟ୍ରେଲର ଲଞ୍ଚ ସମୟରେ ମୁରଲୀଧରନ କହିଛନ୍ତି ଯେ, ସଚିନ ତେନ୍ଦୁଲକର ମୋ ବଲ୍‌କୁ ବହୁତ ଭଲ ପଢୁଥିଲେ, କିନ୍ତୁ ଅନେକ ଖେଳାଳି ତାହା କରିପାରି ନ ଥିଲେ। ବ୍ରାଏନ ଲାରା ମଧ୍ୟ ଏଥିରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

୩୫ ବର୍ଷ ପରେ ଦେଶରେ ନୂଆ ସାପ ପ୍ରଜାତି ଚିହ୍ନଟ : ସାମ୍ନାକୁ ଆସିଲା ରହସ୍ୟମୟ ଦୋମୁହାଁ ସାପ

ଥର୍‌ ମରୁଭୂମି ବିକାନେରର ଜୋଡ଼ବୀଡ଼ କଞ୍ଜରଭେସନ ରିଜର୍ଭରେ ମିଳିଥିବା ଏକ ବିରଳ ସାପର ଚିହ୍ନଟ ‘ସିସ୍ତାନ ସ୍ୟାଣ୍ଡ ବୋଆ’ (Eryx sistanensis) ଭାବରେ କରାଯାଇଛି। ବୈଜ୍ଞାନିକମାନଙ୍କ ଅନୁଯାୟୀ,…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପରସ୍ପରକୁ ଅଣଦେଖା କଲେ ମୋଦି-ଟ୍ରମ୍ପ: ହାତ ମିଳାଇଲେ, ହେଲେ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସର ଇଭିଆନଠାରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ସ୍ବଳ୍ପ ବୈଠକ କରିଥିଲେ।…

ରାଜ୍ୟ ସରକାରଙ୍କ ବଡ଼ ଉପହାର! ୫୦ହଜାର ଛାତ୍ରୀଙ୍କୁ ଫ୍ରିରେ ମିଳିବ ସ୍କୁଟି; ଜାଣନ୍ତୁ କେମିତି ମିଳିବ ଲାଭ

ଲକ୍ଷ୍ନୌ,୧୭।୬: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ପଢ଼ୁଥିବା ଛାତ୍ରୀମାନଙ୍କ ପାଇଁ ଏକ ବହୁତ ବଡ଼ ଖୁସି ଖବର ଆସୁଛି। ରାଜ୍ୟର ପ୍ରାୟ ୫୦ ହଜାର ମେଧାବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri