ଶିକାର କରି ଭୟରେ ଖାଇ ପାରିଲେନି ମାଂସ

ନାକଟିଦେଉଳ,୧୭ା୪: ନାକଟିଦେଉଳ ବନାଞ୍ଚଳ ଅଧୀନ ମୁଷାକାନୀ ଗ୍ରାମରୁ ଶନିବାର ଏକ ହରିଣର ମୃତଦେହ ଜବତ ହୋଇଛି। ସକାଳେ ଗାଁ ଲୋକେ ରକ୍ତାକ୍ତ ଅବସ୍ଥାରେ ହରିଣ ପଡ଼ିଥିବା ଦେଖି ନାକଟିଦେଉଳ ବନ ବିଭାଗକୁ ଖବର ଦେଇଥିଲେ। ଫରେଷ୍ଟର ଓ ଅନ୍ୟ କର୍ମଚାରୀ ପହଞ୍ଚତ୍ ହରିଣର ମୃତଦେହ ଜବତ କରି ସ୍ଥାନୀୟ ପ୍ରାଣୀଧନ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଇଥିଲେ। ମୃତ ହରିଣ ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବାରୁ କେହି ମାସଂ ଖାଇବା ଆଶାରେ ହତ୍ୟା କରିଥିବା ଅନୁମାନ କରାଯାଉଛି। ହରିଣର ବୟସ ୪ରୁ ୫ବର୍ଷ ମଧ୍ୟରେ ହେବ। ବ୍ୟବଚ୍ଛେଦ ପରେ ହରିଣକୁ ପୋତି ଦିଆଯାଇଛି ବୋଲି ନାକଟିଦେଉଳ ବନାଞ୍ଚଳ ଅଧିକାରୀ ଅଶ୍ୱିନୀ କୁମାର ବେହେରା ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ଖାଦ୍ୟ ଅନ୍ବେଷଣରେ ହରିଣଟି ଜଙ୍ଗଲରୁ ଗାଁ ଭିତରକୁ ଚାଲିଆସିଥିବା ବେଳେ କେହି ମାଂସ ଖାଇବା ଆଶାରେ ଶିକାର କରିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ପାଇଁ ଉଜୁଡ଼ିବ ୬୦୦ ହେକ୍ଟର ଜଙ୍ଗଲ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା...

ମାମଲା ନ କରିବାକୁ ଲାଞ୍ଚ: ଭିଜିଲାନ୍ସ ଜାଲରେ ରାମଗିରି ଫରେଷ୍ଟର

ବ୍ରହ୍ମପୁର ଅଫିସ/ରାମଗିରି,୧୫ା୧(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି ବ୍ଲକ ରାମଗିରି ବନଖଣ୍ଡ ଫରେଷ୍ଟର ଦିବାକର ଲେଙ୍କା ମଙ୍ଗଳବାର ଜଣେ କରତକଳ ମାଲିକଙ୍କ ନଁାରେ ମାମଲା ରୁଜୁ ନ କରିବା...

ଧର୍ମଗୁଳାରେ ଜିତିଲେ ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷା

ଦାରିଙ୍ଗବାଡ଼ି,୧୭।୬(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। କଂଗ୍ରେସ ସମର୍ଥିତ ତାଜୁଙ୍ଗିଆ ସମିତିସଭ୍ୟା ରୁଦା ମଲ୍ଲିକ ଧର୍ମଗୁଳାରେ ବିଜୟୀ ହୋଇଛନ୍ତି। ପୂର୍ବାହ୍ନ...

ବିଡିଓଙ୍କ ନାଁରେ କୋର୍ଟରେ ମାମଲା ଦାଏର କଲେ ବ୍ଲକ ଅଧ୍ୟକ୍ଷା

ଗୁଣପୁର,୩ା୧୧(ଡି.ଏନ୍‌.ଏ.): ଗୁଣପୁର ବିଡିଓ ଶାନ୍ତିପ୍ରଭା ପ୍ରଧାନଙ୍କ ନାମରେ ବ୍ଲକ ଅଧ୍ୟକ୍ଷା ଝିଲି ଶବର କୋର୍ଟରେ ଶୁକ୍ରବାର ମାମଲା ଦାୟର କରିଛନ୍ତି। ଏ ନେଇ ଗୁଣପୁର ଏସଡିଜେଏମ୍‌ଙ୍କ...

ଦୁର୍ଗା ପୂଜା ଦେଖିବାକୁ ଯିବା ବାଟରେ ସାମ୍ନାରୁ ଧକ୍କା ଦେଲା ଟ୍ରକ: ଜଣେ ମୃତ, ୮ ଗୁରୁତର

ଭବାନୀପାଟଣା,୫।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ବୁଧବାର ଏକ ଅଟୋ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮...

ପରିଚାଳନା କ୍ଷେତ୍ରରେ ଦୃଷ୍ଟି ଦେଉନାହାନ୍ତି ଅଧ୍ୟକ୍ଷ, ଉପାଧ୍ୟକ୍ଷ: ଆର୍‌ଏମ୍‌ସି ଦାୟିତ୍ୱ ତୁଲାଉଛନ୍ତି କିରାଣି

ରାହାମା,୬।୧ (ଡି.ଏନ୍‌.ଏ.): ରାହାମା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ନାନା ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ପରିଚାଳନାଗତ ତ୍ରୁଟି ଯୋଗୁ ନାନା ଅସୁବିଧା ସୃଷ୍ଟି ହେଉଥିବା...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩,୬୧,୮୧୭ ଟଙ୍କା ଦାନ

ସୋନପୁର,୨୧।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ଠିକାଦାର ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ଲକ୍ଷ ୬୧ହଜାର ୮୧୭ଟଙ୍କା ପ୍ରଦାନ କରିଛନ୍ତି। ସଂଘ...

ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦାବି: କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

ଜୟପୁର,୧୯।୮(ନି.ପ୍ର.): କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସୋମବାର ଛାତ୍ର ଅଶାନ୍ତି ଦେଖାଦେଇଛି। ବିଶ୍ୱବିଦ୍ୟାଳୟରେ ସଂସ୍କୃତ ଏବଂ ମ୍ୟାନେଜମେଣ୍ଟ ବିଭଗ ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଶ୍ରେଣୀ...

Advertisement
Archives

Model This Week