ଡିଆର୍‌ଡିଓ ଆଣ୍ଟି-କୋଭିଡ୍‌ ଔଷଧ ଏବେ ବଜାରରେ, ୨-ଡିଜିଟିଏମ୍‌ ନାମରେ ହେବ ବିକ୍ରି…

ନୂଆଦିଲ୍ଲୀ,୨୮।୬: ଡିଆର୍‌ଡିଓ ଦ୍ୱାରା ପ୍ରସ୍ତୁତ ହୋଇଥିବା ଆଣ୍ଟି-କୋଭିଡ୍‌ ଔଷଧ ବଜାରରେ ୨-ଡିଜିଟିଏମ୍‌ ନାମରେ ହେବ ବିକ୍ରି କରାଯିବ। ଏନେଇ ଡିଆର୍‌ଡିଓ ପକ୍ଷରୁ ଘୋଷଣା କରାଯାଇଛି। ହାଇଦ୍ରାବାଦ୍‌ ସ୍ଥିତ ଡ. ରେଡ୍ଡୀ ଲାବୋରେଟୋରୀରେ ତିଆରି କରାଯାଇଥିବା ଏହି ଔଷଧର ବଜାର ଦାମ୍‌ ୯୯୦ ଟଙ୍କା ରହିବ। ସମ୍ପ୍ରତି ଏହି ଔଷଧ କେତେକ ନିର୍ଦ୍ଧିଷ୍ଟ ହସ୍ପିଟାଲରେ ଉପଲବ୍ଧ ହେଉଛି। ତେବେ ସୋମବାର ଏହାର ବଜାର ପ୍ରବେଶ ସମ୍ପର୍କରେ ଡ.ରେଡ୍ଡୀ ଲାବୋରେଟୋରୀ ପକ୍ଷରୁ ଘୋଷଣା କରାଯାଇଛି। ଏହି ଔଷଧ ପାଉଡର ଭାବେ ପ୍ୟାକେଟରେ ଉପଲବ୍ଧ ହେବ ବୋଲି ଡ.ରେଡ୍ଡୀ ଲାବୋରେଟୋରୀ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ମେ ୧ରେ ଡ୍ରଗ୍ସ୍‌ କଣ୍ଟ୍ରୋଲର ଅଫ୍‌ ଇଣ୍ଡିଆ ପକ୍ଷରୁ ଏହାର ଜରୁରୀକାଳୀନ ବ୍ୟତ୍ହାର ଲାଗି ମଞ୍ଜୁରୀ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri