ରବିବାର ଡିଆର୍‌ଡିଓ ଯୋଗାଇବ ୧୦ ହଜାର ଡୋଜ୍‌ ୨-ଡିଜି…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍‌ ଅଭାବ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ସରକାର ଜରୁରୀକାଳୀନ ସ୍ଥିତିରେ ପ୍ରୟୋଗ କରିବା ଲାଗି ଡିଆର୍‌ଡିଓ ପକ୍ଷରୁ ବିକଶିତ କରାଯାଇଥିବା ନୂଆ ଔଷଧ ୨-ଡିଓକ୍ସି-ଡି-ଗ୍ଲୁକୋଜ୍‌(୨-ଡିଜି)କୁ ମଞ୍ଜୁରୀ ଦେଇଛନ୍ତି। ଏହାକୁ ଡ୍ରଗ୍‌ କଣ୍ଟ୍ରୋଲର ଅଫ୍‌ ଇଣ୍ଡିଆଙ୍କ ପକ୍ଷରୁ ବ୍ୟବହାର କରାଯିବା ଅନୁମତି ଦିଆଯିବା ପରେ ରବିବାର ଡିଆର୍‌ଡିଓ ଏହାର ୧୦ ହଜାର ଡୋଜ୍‌ ଭାରତ ସରକାରଙ୍କୁ ଯୋଗାଇ ଦେବ। ୨-ଡିଜିି ଔଷଧକୁ ଡିଆର୍‌ଡିଓର ଇନଷ୍ଟିଚ୍ୟୁଟ୍‌ ଅଫ୍‌ ନ୍ୟୁକ୍ଲିୟର ମେଡ଼ିସିନ୍‌ ଆଣ୍ଡ୍‌ ଆଲାଏଡ୍‌ ସାଇନ୍ସ୍‌ ଏବଂ ହାଇଦ୍ରାବାଦ୍‌ର ସେଣ୍ଟର ଫର୍‌ ସେଲୁଲାର୍‌ ଆଣ୍ଡ୍‌ ମଲିକ୍ୟୁଲାର ବାୟୋଲୋଜିର ମିଳିତ ସହଯୋଗରେ ପ୍ରସ୍ତୁତ କରାଯାଇଛି। ଏହାର ଉତ୍ପାଦନ ଦାୟିତ୍ୱ ହାଇଦ୍ରାବାଦ୍‌ସ୍ଥିତ ଡ. ରେଡ୍ଡୀ ଲାବୋରେଟୋରୀଜ୍‌ ଦ୍ୱାରା କରାଯାଉଛି। ଏହି ଔଷଧ ପ୍ରୟୋଗ ଦ୍ୱାରା କରୋନା ଆକ୍ରାନ୍ତଙ୍କ ପାଇଁ ଅକ୍ସିଜେନ୍‌ ଉପରେ ନିର୍ଭରଶୀଳତା କମ୍‌ ପଡ଼ିବ। ଏହାର କ୍ଲିନିକାଲ ଟ୍ରାଏଲ୍‌ ସଫଳ ରହିଛି। ଏହାର ପ୍ରଯୋଗ ଦ୍ୱାରା କରୋନା ଆକ୍ରାନ୍ତ ଶୀଘ୍ର ରୋଗମୁକ୍ତ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri