ରିଲାଏନ୍ସ ଜୁଏଲ୍ସର ଡ୍ରିମ୍‌ ଡାଇମଣ୍ଡ ସେଲ୍‌

ମୁମ୍ବାଇ,୧୫।୧ (ଅଭୟ ଦାଶ): ରିଲାଏନ୍ସ ଜୁଏଲ୍ସର ବହୁ ପ୍ରତୀକ୍ଷିତ ତଥା ବାର୍ଷିକ ଅଭିଯାନ ‘ଡ୍ରିମ୍‌ ଡାଇମଣ୍ଡ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ସେଲ୍‌ ଗ୍ରାହକଙ୍କୁ ହୀରାର କାଳଜୟୀ ଉତ୍କର୍ଷକୁ ପାଳନ କରିବା ପାଇଁ ଏକ ସୁଯୋଗ ପ୍ରଦାନ କରୁଛି। ଉଲ୍ଲେଖଯୋଗ୍ୟ, ୨୦୨୫ ଫେବୃଆରୀ ୧୬ ପର୍ଯ୍ୟନ୍ତ ପରିଚାଳିତ ହେବାକୁ ଥିବା ଏହି ସ୍ବତନ୍ତ୍ର ସେଲ୍‌ ଉପରେ ଗ୍ରାହକଙ୍କୁ ଆକର୍ଷଣୀୟ ଅଫର ଯୋଗାଇ ଦିଆଯାଉଛି। ଏପରିକି ହୀରା ମୂଲ୍ୟ ଓ ମେକିଂ ଚାର୍ଜ ଉପରେ ୩୦% ପର୍ଯ୍ୟନ୍ତର ରିହାତି ପ୍ରଦାନ କରିବା ସହିତ ଅଳଙ୍କାର ସଂଗ୍ରହରେ ଉଜ୍ଜ୍ୱଳିତ ହୀରାଗୁଡିକୁ ସାମିଲ କରିବା ପାଇଁ ଏହି ସେଲ୍‌ ଗ୍ରାହକଙ୍କୁ ଏକ ଉପଯୁକ୍ତ ସୁଯୋଗରେ ପରିଣତ କରୁଛି।
ସେହିଭଳି ଏକ ବିସ୍ତୃତ ଶୃଙ୍ଖଳାର ହୀରା ଅଳଙ୍କାର ସହ ଚଳିତ ବର୍ଷର ଏହି ଡ୍ରିମ୍‌ ଡାଇମଣ୍ଡ ସେଲ୍‌ ପ୍ରତ୍ୟେକ ଅବସରର ଆବଶ୍ୟକତାକୁ ପୂରଣ କରୁଛି। ବିଶେଷକରି ଷ୍ଟେଟ୍‌ମେଣ୍ଟ ବ୍ରାଇଡାଲ ସେଲ୍‌ରୁ ଆରମ୍ଭକରି ସୁନ୍ଦର ରିଙ୍ଗ୍‌, ସୂକ୍ଷ୍ମ ଇୟରରିଂ, ବହୁମୁଖୀ ବ୍ୟାଙ୍ଗେଲ୍‌ ଓ ଗ୍ରାଣ୍ଡ ନେକ୍‌ଲେସ୍‌ ପର୍ଯ୍ୟନ୍ତ ରିଲାଏନ୍ସ ଜୁଏଲ୍ସ ଡାଇମଣ୍ଡ ସେଲ୍‌ ପ୍ରତ୍ୟେକ ଷ୍ଟାଇଲ ଓ ଅବସର ପାଇଁ କିଛି ଚମତ୍କାର ଉପତ୍ାଦ ପ୍ରଦାନ କରୁଛି। ଏ ସମ୍ପର୍କରେ ରିଲାଏନ୍ସ ଜୁଏଲ୍ସର ସିଇଓ ସୁନୀଲ ନାୟକ କହିଛନ୍ତି, ଆମେ ହୀରାର କାଳଜୟୀ ଆକର୍ଷଣ ଓ ସେଗୁଡିକ ସୂଚିତ କରୁଥିବା ଭାବନାକୁ ଭଲ ଭାବେ ବୁଝିଛୁ।
ଡ୍ରିମ୍‌ ଡାଇମଣ୍ଡ ସେଲ୍‌କୁ ଏଭଳି ମୂଲ୍ୟବାନ୍‌ ରତ୍ନଗୁଡିକୁ ଅଧିକ ପହଞ୍ଚଯୋଗ୍ୟ କରିବା ପାଇଁ ଯତ୍ନର ସହ ନିର୍ମାଣ କରାଯାଇଛି, ଯାହା ଗ୍ରାହକଙ୍କୁ ସ୍ବତନ୍ତ୍ର ମୁହୂର୍ତ୍ତଗୁଡିକ ପାଳନ କରିବା ଏବଂ ସମୃଦ୍ଧତା ପାଇଁ ଏକ ଦୈନନ୍ଦିନ ଉତ୍କର୍ଷରେ ନିମଜ୍ଜିତ ହେବାକୁ ଅନୁମତି ଦେଉଛି। ଆମର ଅତୁଳନୀୟ ଅଫର ଓ ହୀରାର ଏକ ବିସ୍ତୃତ କଲେକ୍ସନ ସହ ଆମେ ଚଳିତ ସିଜନରେ ଆନନ୍ଦ ଓ ଉତ୍କର୍ଷ ବିସ୍ତାର କରିବା ପାଇଁ ଉତ୍ସାହିତ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?