‘ଡ୍ରିମ୍‌ ଡାଇମଣ୍ଡ୍‌ ଟୁର ଅଫ୍‌ ଓଡ଼ିଶା’ଉଦ୍‌ଯାପିତ

ଭୁବନେଶ୍ୱର,୧୩।୨: ରିଲାଏନ୍ସ ଜୁଏଲସ୍‌ ପକ୍ଷରୁ ନିକଟରେ ଆୟୋଜିତ ହୋଇଥିବା ‘ଏଲିନାଙ୍କ ଡ୍ରିମ୍‌ ଡାଇମଣ୍ଡ୍‌ ଟୁର୍‌ ଅଫ୍‌ ଓଡ଼ିଶା’ ରବିବାର ରାଉରକେଲାର ଚନ୍ଦ୍ରପୁର କଚେରି ରୋଡ୍‌ସ୍ଥିତ ଶୋ’ରୁମ ପରିସରରେ ଉଦ୍‌ଯାପିତ ହୋଇଯାଇଛି। ବିଶେଷ କରି ଏହାର ପୃଷ୍ଠପୋଷାକମାନଙ୍କ ଉତ୍ସାହଜନକ ଅଂଶଗ୍ରହଣ ଏବଂ ଉତ୍ସାହକୁ ନେଇ ରିଲାଏନ୍ସ ଜୁଏଲସ୍‌ ଦୀର୍ଘ ୧୫ ବର୍ଷ ଧରି ତା’ର ଡିଜାଇନ ଉତ୍କର୍ଷ ଜରିଆରେ ବ୍ରାଣ୍ଡର ପୃଷ୍ଠପୋଷକମାନଙ୍କୁ ରୋମାଞ୍ଚିତ କରିବା ଜାରି ରଖିଛି। ଏହି ଟୁର୍‌ ଓଡ଼ିଶା ଏବଂ ଏହାର ପୃଷ୍ଠପୋଷକମାନଙ୍କ ସହ ବ୍ରାଣ୍ଡ୍‌ର ସମ୍ପର୍କକୁ ପାଳନ କରୁଛି। ଏପରି କି ଏଲିନାଙ୍କ ଡ୍ରିମ୍‌ ଡାଇମଣ୍ଡ୍‌ ଟୁର୍‌ ଅଫ୍‌ ଓଡ଼ିଶା ଜରିଆରେ ରିଲାଏନ୍ସ ଜୁଏଲ୍‌ସର ଆକର୍ଷଣୀୟ ହୀରା ଗହଣାକୁ ପରିଧାନ କରିବା ଏବଂ ଓଡ଼ିଶାର ଅତି ପରିଚିତ ଏଲିନା ସାମନ୍ତରାୟଙ୍କ ସହ ର଼୍ୟାମ୍ପ୍‌ରେ ଚାଲିବା ଓ ଓଡ଼ିଶାରେ ରିଲାଏନ୍ସ ଜୁଏଲ୍‌ସର ଥିବା ୫ ନିର୍ଦ୍ଦିଷ୍ଟ ଷ୍ଟୋରରେ ଏଲିନାଙ୍କ ସହ ଭାବ ବିନିମୟ କରିବାର ଏକ ସ୍ବତନ୍ତ୍ର ଅନୁଭୂତି ପ୍ରଦାନ କରିଛି।
ଉଲ୍ଲେଖଯୋଗ୍ୟ, ୨୦୨୩ ଫେବୃୟାରୀ ୩ରେ ରିଲାଏନ୍ସ ଜୁଏଲସ୍‌ର ଚନ୍ଦ୍ରଶେଖରପୁର ଶୋ’ରୁମ୍‌ରେ ଏଲିନାଙ୍କ ଡ୍ରିମ୍‌ ଡାଇମଣ୍ଡ୍‌ ଟୁର୍‌ ଅଫ୍‌ ଓଡ଼ିଶା ଆରମ୍ଭ ହୋଇଥିଲା। ଯେଉଁଠାରେ ଉକ୍ତ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ପାଇଁ ଏଲିନା ଏବଂ ରିଲାଏନ୍ସ ଜୁଏଲ୍‌ସର ସିଇଓ ସୁନୀଲ ନାୟକ ଉପସ୍ଥିତ ଥିଲେ। ସମ୍ପର୍କରେ ରିଲାଏନ୍ସ ଜୁଏଲ୍‌ସର ସିଇଓ ସୁନୀଲ ନାୟକ କହିଛନ୍ତି, ଏକ ବଜାର ଭାବେ ଓଡ଼ିଶା ଆମର ଅତି ନିକଟତର ଏବଂ ଏଠାରେ ୧୨ସହରରେ ୧୭ଟି ଷ୍ଟୋର ରହିଛି। ଯାହା ହେଉଛି ଓଡ଼ିଶାରେ ଗହଣା ରିଟେଲରମାନଙ୍କ ମଧ୍ୟରେ ଅନ୍ୟତମ ସର୍ବବୃହତ ନେଟ୍‌ୱର୍କ। ବିପୁଳ ଭରସା, ବିଶ୍ୱସନୀୟତା ଏବଂ ପୃଷ୍ଠପୋଷକତା ଆଦି ଯାହା ଆମ ଉପରେ ବର୍ଷ ବର୍ଷ ଧରି ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri