ନୂଆଦିଲ୍ଲୀ, ୮।୧୦: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ନିଜ ଦଳ ଟିଆର୍ଏସ୍କୁ ଭାରତୀୟ ରାଷ୍ଟ୍ର ସମିତିରେ ପରିବର୍ତ୍ତିତ କରିବାର ଦୁଇଦିନ ପରେ ଓ୍ବାଇଏସ୍ଆର୍ ତେଲଙ୍ଗାନା ପାର୍ଟି (ଓ୍ବାଇଏସ୍ଆର୍ଟିପି) ପ୍ରତିଷ୍ଠାତା ଓ୍ବାଇ.ଏସ୍. ଶର୍ମିଲା ରେଡ୍ଡୀ କହିଛନ୍ତି, ଦୁର୍ନୀତିରେ ବୁଡ଼ି ରହିଥିବା କେସିଆର୍ଙ୍କ ଯିବା ସମୟ ଆସିଗଲାଣି। ମୋ ଦଳ ଓ୍ବାଇଏସ୍ଆର୍ସିପିଠାରୁ ଭିନ୍ନ। ୨୦୨୩ ବିଧାନସଭା ନିର୍ବାଚନରେ ତେଲଙ୍ଗାନାର ସବୁ ଆସନରେ ଆମେ ଲଢ଼ିବୁ। ଶର୍ମିଲା ହେଉଛନ୍ତି ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍ଆର୍. ରେଡ୍ଡୀଙ୍କ ଝିଅ ତଥା ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଜଗନ୍ମୋହନ ରେଡ୍ଡୀଙ୍କ ଭଉଣୀ। ଶର୍ମିଲାଙ୍କ ମା’ ଓ୍ବାଇଏସ୍ ବିଜୟାମ୍ମା ଓ୍ବାଇଏସ୍ଆର୍ଟିପି ଅଧ୍ୟକ୍ଷା ଥିବାରୁ ଝିଅଙ୍କ ଉପରେ ତାଙ୍କ ଆଶୀର୍ବାଦ ରହିବା ସ୍ବାଭାବିକ। ତେଣୁ ଭଉଣୀ ଭାଇ ଅବିଭକ୍ତ ଆନ୍ଧ୍ରପ୍ରଦେଶ (ଆନ୍ଧ୍ର ଓ ତେଲଙ୍ଗାନା)କୁ ଅକ୍ତିଆର କରିବା ପାଇଁ ସ୍ବପ୍ନ ଦେଖୁଥିବା ରାଜନୈତିକ ବିଶ୍ଳେଷକମାନେ ମତ ଦେଇଛନ୍ତି।
ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା
ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…
ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍ , ସିସିଟିଭିରେ…
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍ ହେଉଛି। ପୋଲିସ…
ବାଇକ୍କୁ ଧକ୍କା ଦେଲା ଟ୍ରକ୍: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ
ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…
ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….
ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…
୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍ରେ….
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…
ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା
ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…
ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…
ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…
ଦୀପ ଜାଳି କ୍ୟାପ୍ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର
ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

