ସ୍ବପ୍ନ ବି ଆମକୁ ଦେଇଥାଏ ଅନେକ ସଙ୍କେତ, ଜାଣନ୍ତୁ…

ସ୍ବପ୍ନ ବେଳେବେଳେ ଆମକୁ ଅନେକ ସଙ୍କେତ ଦେଇଥାଏ। କିନ୍ତୁ ଏକଥା ସମସ୍ତଙ୍କୁ ଜଣା ନଥାଏ। ତା’ହେଲେ ଆସନ୍ତୁ ଜାଣିବା ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେଉଁ ସ୍ବପ୍ନ ଆମକୁ କି ସଙ୍କେତ ଦେଇଥାଏ…

* ଜ୍ୟୋତିଷଶାସ୍ତ୍ର ଅନୁସାରେ, ସ୍ବପ୍ନରେ ପ୍ରଭୁ ଗଣେଶଙ୍କର ଫଟୋ ହେଉ ଅବା ମୂର୍ତ୍ତି ଦେଖିଲେ ସ୍ବଭାଗ୍ୟପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି।

* ସ୍ବପ୍ନରେ କିଛି ଶସ୍ୟ ଦେଖିବା ଚିନ୍ତାଗ୍ରସ୍ତର ସଙ୍କେତ ଦେଇଥାଏ।

*ଡାଳିମ୍ବ ଖାଇବାର ସ୍ବପ୍ନ ଦେଖିବା ଧନବୃଦ୍ଧିକୁ ସୂଚାଇଥାଏ।

*କୌଣସି ଅଜଣା ବ୍ୟକ୍ତିଙ୍କୁ ସ୍ବପ୍ନରେ ଦେଖିଲେ ଆଗକୁ କିଛି ଅନିଷ୍ଟ ଘଟିବାର ସଙ୍କେତ ମିଳିଥାଏ।

*ଜୁଆଣି ଖାଇବାର ସ୍ବପ୍ନ ସ୍ବାସ୍ଥ୍ୟ ଭଲ ରହିବାର ସୂଚନା ଦେଇଥାଏ।

*ଯଦି ସ୍ବପ୍ନରେ କୌଣସି ଶିକ୍ଷକ ବା ଅଧ୍ୟାପକଙ୍କୁ ଦେଖନ୍ତି, ତା’ହେଲେ ଏହା ସଫଳତା ପ୍ରାପ୍ତିର ସଙ୍କେତ ଦିଏ।

*ସେହିପରି ଅନ୍ଧକାର ବା ଅନ୍ଧାରୁଆ ସ୍ଥାନର ସ୍ବପ୍ନ ବିପତ୍ତିର ସୂଚନା ଦେଇଥାଏ।

*ହେଲେ କାହାର ଅନ୍ତେଷ୍ଟି କ୍ରିୟାର ସ୍ବପ୍ନ ଦେଖିଲେ ଆଗକୁ ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ହେବାକୁ ଯାଉଛି ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଥାନ୍ତି।

*ନିଜକୁ ଆକାଶରେ ଉଡୁଥିବାର ସ୍ବପ୍ନ ଯଦି କେହି ଦେଖନ୍ତି, ତା’ହେଲେ ଏହା ଉକ୍ତ ବ୍ୟକ୍ତିଙ୍କର ସଫଳତାପାପ୍ତିର ସଙ୍କେତ ଦେଇଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri