ୱେଷ୍ଟର୍ନ କ୍ୟାରିୟର୍ସ ପକ୍ଷରୁ ଡିଆର୍‌ଏଚ୍‌ପି ଦାଖଲ

ନୂଆଦିଲ୍ଲୀ,୧୨।୬: ୱେଷ୍ଟର୍ନ କ୍ୟାରିୟର୍ସ (ଇଣ୍ଡିଆ) ଲିମିଟେଡ୍‌ ପକ୍ଷରୁ ଡ୍ରାପ୍ଟ ରେଡ୍‌ ହେରିଂ ପ୍ରସପେକ୍ଟସ୍‌ (ଡିଆର୍‌ଏଚ୍‌ପି) ଦାଖଲ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଜରିଆରେ ପାଣ୍ଠି ହାସଲ କରିବା ଲାଗି ପୁଞ୍ଜି ବଜାର ନିୟାମକ ସଂସ୍ଥା ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ ଡିଆର୍‌ଏଚ୍‌ପି ଦାଖଲ କରିଥିବା ଜଣାପଡିଛି। ୨୦୨୨ ଡିସେମ୍ବର ୩୧ ସୁଦ୍ଧା ୱେଷ୍ଟର୍ନ କ୍ୟାରିୟର ପାଖରେ ଖଣି ଓ ଧାତବ, ଏଫ୍‌ଏମ୍‌ସିଜି, ଫାର୍ମା, କୋଠା ଉପକରଣ, ରସାୟନ, ତୈଳ ଓ ଗ୍ୟାସ୍‌, ୟୁଟିଲିଟି, ବୟନ, ବିଦ୍ୟୁତ, ବିଦ୍ୟୁତ୍‌ ଉପକରଣ ଓ ରିଟେଲ୍‌ ଆଦି କ୍ଷେତ୍ରର ୧୧୦୦ରୁ ଅଧିକ କ୍ଲାଏଣ୍ଟ୍‌ ରହିଛନ୍ତି। ସାରା ଭାରତର ୨୩ଟି ରାଜ୍ୟରେ କମ୍ପାନୀର ୫୦ରୁ ଅଧିକ କାର୍ଯ୍ୟାଳୟ, ଚାରି ଜୋନାଲ୍‌ କାର୍ଯ୍ୟାଳୟ, ୧୦ଟି ରାଜ୍ୟରେ ଗୋଦାମ ଘର, ୫୫ ପବ୍ଲିକ୍‌ ରେକ୍‌ ପରିଚାଳନା ପଏଣ୍ଟ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ବରଗଡ଼ରେ ଆଇନଶୃଙ୍ଖଳା ହୁଗୁଳା: ଅସୁରକ୍ଷିତ ମଣୁଛନ୍ତି ସହରବାସୀ

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇ ପଡ଼ିଛି। ବେଆଇନ ନିଶା କାରବାର ଯୋଗୁ ସହରରେ ଅପରାଧ ବଢ଼ି ଚାଲିଛି। ଦିନ ଦ୍ୱିପ୍ରହରେ ଘଟୁଥିବା ନିଶାଜନିତ…

ଗେରୁଆ ପତାକା ଦେଖି କାହିଁକି ରାଗିଲେ ଅମିତ ଶାହା? ଖୋଜିଲେ…

ପୁଡୁଚେରୀ,୧୧।୮: ୧୫ ଅଗଷ୍ଟ ପୂର୍ବରୁ ସାରା ଦେଶରେ ୨୦୨୬ ପାଇଁ ‘ହର ଘର ତ୍ରିରଙ୍ଗା’ (ପ୍ରତ୍ୟେକ ଘରେ ତ୍ରିରଙ୍ଗା) ଅଭିଯାନ ଆରମ୍ଭ ହୋଇଛି। ଏହି ପଦକ୍ଷେପର ଅଂଶ…

କିଏ ଏହି ଦୀପ୍ତି ଗୌର ମୁଖାର୍ଜୀ? NEET ପରୀକ୍ଷା ବିବାଦ ପରେ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୧।୮: NEET-UG ପେପର୍ ଲିକ୍ ମାମଲା ହେଉ କିମ୍ବା ଝାଡ଼ଖଣ୍ଡରେ ସରକାରୀ ନିଯୁକ୍ତିରେ ଜାଲିଆତି ଅଭିଯୋଗ, ବର୍ତ୍ତମାନ ସମୟରେ ଦେଶବ୍ୟାପୀ ଯୁବକମାନଙ୍କ ବିକ୍ଷୋଭ ଖବର ଚର୍ଚ୍ଚାରେ ରହିଛି…

ବ୍ରିଟେନ୍‌, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍‌ଓ୍ବେଭ୍‌

ପ୍ୟାରିସ୍‌, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri