ଚା’ ପିଅନ୍ତୁ, କପ୍‌କୁ ଚୋବାଇ ଖାଆନ୍ତୁ: ଚାଷୀ ବିକଶିତ କଲେ ବାଜରା କପ୍‌…

ପ୍ରୟାଗରାଜ,୧୩।୨ : ଆଇସକ୍ରିମ ଖାଇବା ପରେ ଲୋକେ କୋନକୁ ଚୋବାଇ ଖାଇଥାନ୍ତି। ସେହିଭଳି ଉତ୍ତରପ୍ରଦେଶର ଦେଓରିଆର ଚାଷୀମାନେ ବାଜରାରେ ତିଆରି କପ ବିକଶିତ କରିଛନ୍ତି। ଏହାକୁ ଚା’ ପିଇବାରେ ବ୍ୟବହାର କରାଯାଇପାରିବ ଏବଂ ସ୍ନାକ୍ସ ଭାବରେ ମଧ୍ୟ ଚୋବାଇ ଖାଇ ହେବ।

କୌତୁହଳର ବିଷୟ, ଏହି କପ୍‌ ଗୁଡିକ ଏପରି ଏକ ସମୟରେ ଆସିଛି ଯେତେବେଳେ ୨୦୧୯ ରେ ଭାରତର ପ୍ରସ୍ତାବ ପରେ ୨୦୨୩ କୁ ମିଳିତ ଜାତିସଂଘ ଦ୍ୱାରା ଅନ୍ତର୍ଜାତୀୟ ମିଲେଟ ବର୍ଷ ଭାବରେ ଘୋଷଣା କରାଯାଇଛି।

ପ୍ରୟାଗରାଜରେ ଚାଲିଥିବା ମାଘ ମେଳାରେ, ରାଗି ଏବଂ ମକା ଦ୍ୱାରା ଏହି ପୁଷ୍ଟିକର କପ୍‌ଗୁଡିକର ନାମ ଚା ପିଓ ଏବଂ କୁଲହଡ ଖାଓ ରଖାଯାଇଛି।

ଏହି ଚାଷୀ ଦଳର ସଦସ୍ୟ ଅଙ୍କିତ ରାୟ କହିଛନ୍ତି ଯେ ପୂର୍ବ ଉତ୍ତରପ୍ରଦେଶର ଗ୍ରାମାଞ୍ଚଳ ତଥା ସହରାଞ୍ଚଳରେ ଏଭଳି କପ୍‌ ଗୁଡ଼ିକର ଚାହିଦା ବହୁଗୁଣିତ ହେବାରେ ଲାଗିଛି।

ସେ କହିଛନ୍ତି, ବାଜରାକୁ ଲୋକପ୍ରିୟ କରାଇବା ପାଇଁ ଆମେ ପ୍ରାୟ ଦୁଇ ବର୍ଷ ପୂର୍ବେ ଏଭଳି ଚା’କପର ବିକଶିତ କରିଥିଲୁ। ଆମର ଏକ ସ୍ବତନ୍ତ୍ର ମେସିନ ଅଛି, ଏଥିରେ ଆମେ ଏକ ସମୟରେ ୨୪ କପ ତିଆରି କରିପାରୁଛୁ।

ପ୍ରାରମ୍ଭରେ, ଆମେ ଦେଓରିଆ, ଗୋରଖପୁର, ସିଦ୍ଧାର୍ଥ ନଗର ଏବଂ କୁସିନଗର ସମେତ ପୂର୍ବ ଉତ୍ତରପ୍ରଦେଶର ଛୋଟ ଗାଁରେ ଚା’ ବିକ୍ରେତାମାନଙ୍କ ସହ ଯୋଗାଯୋଗ କରିଥିଲୁ। ବର୍ତ୍ତମାନ ଏଭଳି କପ୍‌ର ଚାହିଦା ି ପ୍ରୟାଗରାଜ, ବାରାଣସୀ, ଲକ୍ଷ୍ନୌ ଏବଂ ଅନ୍ୟାନ୍ୟ ଜିଲାରେ ବୃଦ୍ଧି ପାଇଛି।

ଏହି କପ୍‌ଗୁଡିକର ମୂଲ୍ୟ ବିଷୟରେ ଆଲୋଚନା କରି ସେ କହିଛନ୍ତି ଯେ ଏହିପରି କପ୍‌ ତିଆରି ପାଇଁ ୫ ଟଙ୍କା ଲାଗିଥାଏ ଏବଂ ଯେତେବେଳେ ଚା ’ ପିଇବାକୁ ପ୍ରଦାନ କରାଯାଇଥାଏ ଏଥିପାଇଁ ୧୦ ଟଙ୍କା ଗ୍ରାହକଙ୍କbୁ ଦେବାକୁ ପଡ଼ିଥାଏ। ଏହି କପଗୁଡିକ ପରିବେଶ ଉପଯୋଗୀ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri