କୁର୍ତ୍ତି ହାଟରେ ପିଇଥିଲେ ଲସି: ରାତି ନପାହୁଣୁ ଶତାଧିକ ବ୍ୟକ୍ତି ମେଡିକାଲରେ ଭର୍ତ୍ତି

ମାଲକାନଗିରି,୧।୫(ଡି.ଏନ୍‌.ଏ.): ଲସି ପିଇ ଶତାଧିକ ଗୁରୁତର। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା କାଲଦା ପଞ୍ଚାୟତର ବିଭିନ୍ନ ଗାଁରେ। ଉକ୍ତ ଅଞ୍ଚଳର ୬୦ ଜଣଙ୍କୁ ପଡ଼ିଆ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟମାନଙ୍କ ମଧ୍ୟରୁ କେତେକ ଘରେ ରହି ଚିକିତ୍ସିତ ହେଉଥିବା ବେଳ ଆଉ କେତେକ ବିଭିନ୍ନ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଖବରିପାଇ ମେଡିକାଲ ଟିମ୍‌ ବିଭିନ୍ନ ଗାଁ ବୁଲି ସ୍ଥିତି ଅନୁଧ୍ୟାନ କରୁଛି । ଅଗ୍ନିଶମ ବାହିନୀ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲ ନେଉଛନ୍ତି।
ସୂଚନାଯୋଗ୍ୟ, ଶୁକ୍ରବାର ଗୁରୁତରମାନେ କୁର୍ତ୍ତି ହାଟରେ ଲସି ପିଇଥିଲେ। ପରେ ରାତିରେ ଅସୁସ୍ଥ ହୋଇପଡିଲେ। ପରେ ସେମାନଙ୍କୁ ବିଭିନ୍ନ ମେଡିକାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଏକ ଗଣମାଧ୍ୟମ ସଂସ୍ଥାର ୫ଜଣଙ୍କୁ କରୋନା

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ଚିହ୍ନଟ ହୋଇଥିବା ୧୨୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୫ଜଣ ଗଣମାଧ୍ୟମ ସଂସ୍ଥାର କର୍ମଚାରୀ ଅଛନ୍ତି। ସେମାନଙ୍କର ବୟସ ଯଥାକ୍ରମେ ୩୫, ୩୨,...

୧୧ ପ୍ରବାସୀଙ୍କୁ ଛତିଶଗଡ଼ ପଠାଇଲେ ସ୍ବେଚ୍ଛାସେବୀ: ଆଉ କେବେ ବାହାରକୁ କାମ ପାଇଁ ଆସିବୁ ନାହିଁ କହିଲେ ଶ୍ରମିକ

ଭଟଲି,୯ା୫(ଡି.ଏନ୍‌.ଏ.): ଦେଶରେ ମହାମାରୀ କରୋନା ଭୂତାଣୁ ଦ୍ରୁତଗତିରେ ମାଡ଼ିଚାଲିଛି। ଏଥିଲାଗି ଚାରିଆଡ଼େ ଲକ୍‌ଡାଉନ୍‌ ଜାରି କରାଯାଇଛି। ଫଳରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ...

ସରକାରୀ ଜମିରେ ଛତୁଆ ପ୍ରସ୍ତୁତି କେନ୍ଦ୍ର: ତହସିଲ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ

କେନ୍ଦୁଝର,୧୨।୨ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ କୁମୁଣ୍ଡି ପଞ୍ଚାୟତ ତଳଜାଗର ଡୁମୁରିଡିହି ସାହିରେ ସରକାରୀ ଜମିରେ ବେଆଇନ ଭାବେ ଛତୁଆ ପ୍ରସ୍ତୁତି କେନ୍ଦ୍ର ହୋଇଥିବା ଅଭିଯୋଗ...

ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଛାତ୍ରୀଙ୍କ ମୃତ୍ୟୁ

ମୁନିଗୁଡ଼ା,୧୧।୭(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ କୁମୁଡ଼ାବାଲି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ...

ପଲିଥିନ ଉପରେ ଲାଗିବ କଟକଣା : ବ୍ୟବସାୟୀଙ୍କଠାରୁ ଆଦାୟ ହେବ ୨୫ ହଜାର ଜରିମାନା

ନୟାଗଡ଼ ଅଫିସ,୬ା୬: ଆଗାମୀ ଦିନରେ ନୟାଗଡ଼ ପୌର ପରିଷଦର ସମସ୍ତ କର୍ମଚାରୀ ୧ମାସ ପର୍ଯ୍ୟନ୍ତ କାର୍ଯ୍ୟାଳୟରେ ନ ରହି ପ୍ରତି ୱାର୍ଡ଼ର ଗଳିକନ୍ଦି ବୁଲି ସମସ୍ୟା...

ପଶ୍ଚିମ ଓଡ଼ିଶା ବନ୍ଦ ଘଟଣା: ଆଇନଜୀବୀଙ୍କୁ ସୁରକ୍ଷା ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୯ା୧୧:ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଇନଜୀବୀମାନେ ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଦୀର୍ଘଦିନ ଧରି ଏହି ଆନ୍ଦୋଳନ ଚାଲୁ ରହିଥିବାରୁ ପଶ୍ଚିମ...

ଛତିଶଗଡ଼ ସୀମାନ୍ତ ଗ୍ରାମରେ ହେବ ଓଡ଼ିଶା ସରକାରଙ୍କ କ୍ୟାମ୍ପ

ପଦ୍ମପୁର,୬।୩: ଛତିଶଗଡ଼ ସୀମାନ୍ତବର୍ତ୍ତୀ ବରଗଡ଼ ଜିଲା ଚରଦାପାଲ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଶନିବାର ଗସ୍ତ କରିଥିଲେ। ଏହି ସମୟରେ ସେ ଗ୍ରାମବାସୀଙ୍କଠାରୁ...

ଡ୍ରେନ ଉପରୁ ଜବରଦଖଲ ଉଚ୍ଛେଦ

ଗୋପାଳପୁର,୧।୮- ଗୋପାଳପୁର ଏନ୍‌ଏସି ୧୦ ଓ ୧୧ନଂ ୱାର୍ଡର ଡ୍ରେନ ଉପରୁ ଗୁରୁବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଦୀର୍ଘବର୍ଷ ଧରି ଏନଏସିର ବିଭିନ୍ନ ୱାର୍ଡରେ ଡ୍ରେନ...

Advertisement


Archives

Model This Week