କେସିଙ୍ଗା ଏନ୍‌ଏସିରୁ ଦୂର ହେବ ପାନୀୟ ଜଳ ସମସ୍ୟା, ୨୪ ଘଣ୍ଟିଆ ସେବା ପାଇବେ ଲୋକେ

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ଆଉ ପାନୀୟ ଜଳ ସମସ୍ୟା ରହିବ ନାହିଁ। ସେଥିପାଇଁ ପିଏଚ୍‌ଡି ବିଭାଗ ପକ୍ଷରୁ ୨ କୋଟିରୁ ଊଦ୍ଧର୍‌ବ ବ୍ୟୟ ଅଟକଳରେ ପିଏଚ୍‌ଡିର କାର୍ଯ୍ୟାଳୟ ପରିସରରେ ଥିବା ୧୦ ନମ୍ବର ଓ୍ବାର୍ଡ ଜାଗାରେ ଯୁଦ୍ଧକାଳୀନ ଭିତ୍ତିରେ ଗତ ସେପ୍ଟେମ୍ବର ୨୦୨୪ରୁ ନିର୍ମାଣ କାମ ଆରମ୍ଭ କରିଛି। ବିଭାଗୀୟ ଜେଇଙ୍କ ଉପସ୍ଥିତିରେ କାମ ଚାଲିଛି। କେସିଙ୍ଗା ସହରରେ ଥିବା ୧୨ଟି ଓ୍ବାର୍ଡରେ ପ୍ରାୟ ୨୫ ହଜାରରୁ ଊଦ୍ଧର୍‌ବ ଲୋକ ବସବାସ କରୁଛନ୍ତି। ସେମାନଙ୍କୁ ବର୍ତ୍ତମାନ ସକାଳ ୬ଠାରୁ ୧୦ଟା ଯାଏ ପାନୀୟ ଜଳ ଗୋଟିଏ ଟାଇମ୍‌ ପାନୀୟଜଳ ଯୋଗାଇ ଦିଆଯାଉଛି। କିନ୍ତୁ ଲୋକ ସଂଖ୍ୟା ଦୃଷ୍ଟିରୁ ପାନୀୟଜଳ ଦୈନିକ ଦୁଇଥର ଦେବା କଥା। ବର୍ତ୍ତମାନ ନୂତନ ପ୍ରଣାଳୀରେ ୪୫ ଫୁଟର ଓଭରହେଡ୍‌ ପାଣି ଟାଙ୍କି ସହ ୩ଟି ଫିଲଟର ଟାଙ୍କି, ପମ୍ପ ହାଉସ ଦ୍ୱାରା ନିର୍ମାଣ କରାଯାଉଛି। ଏଣୁ ଏଣିକି ଓଭର ହେଡ୍‌ ପାଣି ଟାଙ୍କି ନିର୍ମାଣ ସମ୍ପୂର୍ଣ୍ଣ ହେଲେ ସହରରେ ୨୪ ଘଣ୍ଟିଆ ପାନୀୟଜଳ ଯୋଗାଇବା ପାଇଁ ପିଏଚ୍‌ଡି ବିଭାଗ ଉଦ୍ୟମ ଜାରି ରଖିଛି।
ଏ ସଂକ୍ରାନ୍ତରେ ପିଏଚ୍‌ଡି ବିଭାଗ ଯନ୍ତ୍ରୀ ଜାନକୀ ନାଏକଙ୍କୁ ପଚାରିବାରୁ କିଛି ମାସ ପରେ ନିର୍ମାଣ କାମ ଶେଷ ହେଲେ ସହରରେ ୨୪ ଘଣ୍ଟିଆ ପାନୀୟଜଳ ଯୋଗାଇବା ପାଇଁ ଚେଷ୍ଟା କରାଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri