ପାନୀୟ ଜଳ ସମସ୍ୟା ନେଇ ଜନସ୍ବାସ୍ଥ୍ୟ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ପୁରୁଷୋତ୍ତମପୁର,୨୯।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଓ୍ବାର୍ଡ ନଂ ୯ ରଥସାହି, ସୁନାରିତୋଟାସାହି, ଗୋପାଳ ବନ୍ଧ ସାହିକୁ ଦୀର୍ଘଦିନ ହେଲା ଜନସ୍ବାସ୍ଥ୍ୟ ବିଭାଗୀୟ ପାଇପରେ ପାଣି ଆସୁନାହିଁ। ଯାହା ପାଣି ଆସୁଛି ତାହା ମାଟିଆ, ଗୋଳିଆ, କଳା ରଙ୍ଗର ଦୂଷିତ ଅଟେ। ଯାହାକି ପିଇବା ଲାଗି ସମ୍ପୂର୍ଣ୍ଣ ରୂପେ ଅନୁପଯୁକ୍ତ। ଏହାକୁ ନେଇ ସାହି ବାସିନ୍ଦାଙ୍କ ପକ୍ଷରୁ ଜନସ୍ବାସ୍ଥ୍ୟ ବିଭାଗ ଓ ଏନ୍‌ଏସି ପ୍ରଶାସନ ଠାରେ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ କେହି ଗୁରୁତ୍ୱ ଦେଉନାହାନ୍ତି। ଯାହାକୁ ନେଇ ଲୋକେ ପାଣି ଟୋପାଏ ପାଇଁ ଡହଳବିକଳ ହେବାରେ ଲାଗିଛନ୍ତି। ଏହାକୁ ନେଇ ସାହି ବାସିନ୍ଦାଙ୍କ ପକ୍ଷରୁ ଗୁରୁବାର ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ଘେରାଉ କରାଯିବା ସହ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ତୁରନ୍ତ ଏହାର ସମାଧାନ କରା ନ ଗଲେ ଆଗାମୀ ଦିନରେ ଲୋକେ ଆନ୍ଦୋଳନ ଲାଗି ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri