୧୦ ଦିନ ହେଲା ପାନୀୟ ଜଳ ପ୍ରକଳ୍ପ ଅଚଳ: ଗ୍ରାମବାସୀ ହନ୍ତସନ୍ତ

ଲୋଇସିଂହା,୧୭।୫(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମର ପାନୀୟ ଜଳ ପ୍ରକଳ୍ପ ଗତ ୧୦ ଦିନ ହେଲା ବନ୍ଦ ରହିଛି। ଏହା ମରାମତି ହେଉ ନ ଥିବାରୁ ପିଇବା ପାଣି ପାଇଁ ଗ୍ରାମବାସୀ ହନ୍ତସନ୍ତ ହେଉଛନ୍ତି ।

ଫାସଡସ୍ଥିତ ସୁକତେଲ ନଦୀରୁ ବୁର୍ଡା ପଞ୍ଚାୟତ ବୁର୍ଡା ସଦର ଗ୍ରାମ ଓ ବାଞ୍ଜିପାଳି ଗ୍ରାମକୁ ପାନୀୟ ଜଳ ଯୋଗାଣ ହେଉଛି। ହେଲେ ଫାସଡ ପମ୍ପ ହାଉସସ୍ଥିତ ଷ୍ଟାଟର ଅଚଳ ହୋଇ ପଡିବାରୁ ଜଳଯୋଗାଣ ବ୍ୟାହତ ହୋଇଛି । ୮ ୱାର୍ଡ ବିଶିଷ୍ଟ ବୁର୍ଡା ଓ ଗୋଟିଏ ଓ୍ବାର୍ଡ ବିଶିଷ୍ଟ ବାଞ୍ଜିପାଳି ଗ୍ରାମର ଲୋକେ ଦୂର ସ୍ଥାନକୁ ଯାଇ ପାଣି ସଂଗ୍ରହ କରିବା ଦେଖିବାକୁ ମିଳିଛି । ପ୍ରକଳ୍ପ ଅଚଳ ନେଇ ଟୋଲ ଫ୍ରି ନମ୍ବରକୁ ଲଗାଇଲେ ସୁଦ୍ଧା ସୁଫଳ ମିଳିପାରି ନଥିବା ବୁର୍ଡା ଗ୍ରାମର ତୁମେଶ୍ୱର ସାହୁ ଓ ଅନ୍ୟମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ…

ଆପୋଷ ମିଳାମିଶାରେ ମାମଲା ସମାଧାନ ପାଇଁ ମାଜିଷ୍ଟ୍ରେଟଙ୍କ ଗୁରୁତ୍ୱାରୋପ: ବିବାଦ ସମାଧାନରେ…

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବିଭିନ୍ନ ବିବାଦର ସମାଧାନରେ ମଧ୍ୟସ୍ଥିଙ୍କ ଭୂମିକା…

ଶୁକ୍ରବାର ରାତିରେ ରାଶି ପରିବର୍ତ୍ତନ କରିବେ ଚନ୍ଦ୍ର: ବୃଷ-ସିଂହ ସହ ଏହି ରାଶିଙ୍କୁ ଫାଇଦା ହିଁ ଫାଇଦା, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬ ରାତି ୭ଟା ୮ ମିନିଟ୍‌ରେ ଚନ୍ଦ୍ର ସିଂହ ରାଶି ଛାଡ଼ି କନ୍ୟା ରାଶିରେ ପ୍ରବେଶ କରିବେ। ଏହି…

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ…

ସୂର୍ଯ୍ୟଙ୍କ ଗୋଚର: ୩ ରାଶିଙ୍କୁ ମିଳିବ ଲାଭ, ଚାକିରିରେ ବଡ଼ ଅଫର୍‌କୁ ଧନଲାଭର ଖୋଲିଲା ଯୋଗ

ସୂର୍ଯ୍ୟ ଗ୍ରହ ୧୩ ସେପ୍ଟେମ୍ୱର ୨୦୨୬ ରବିବାର ରାତି ୯ଟା ୫୩ ମିନିଟରେ ପୂର୍ୱାଫାଲଗୁନୀ ନକ୍ଷତ୍ରରୁ ପୂର୍ୱାଫାଲଗୁନୀ ନକ୍ଷତ୍ରକୁ ପ୍ରବେଶ କରିବେ। ଏହି ଗୋଚର ପ୍ରଭାବରୁ ଭାଗ୍ୟଶାଳୀ…

ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…

ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ।…

ବୁଧାଦିତ୍ୟ ରାଜଯୋଗରେ ମାଲାମାଲ ହେବେ ୪ ରାଶି: ଚାକିରିରେ ପଦୋନ୍ନତି ସହ ବ୍ୟବସାୟରେ ଅଚାନକ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ଦେବ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ସେହି ସମୟରେ କନ୍ୟା ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri