ଖାଇସାରିବା ପରେ ଶୀଘ୍ର ପାଣି ପିଇବା ବିଷ ପିଇବା ସଙ୍ଗେ ସମାନ

ସାଧାରଣ ଜୀବନଚର୍ଯ୍ୟା ମଧ୍ୟରେ ଆବଶ୍ୟକ ମୁତାବକ ପାଣି ପିଇବା ଜରୁରୀ। ଏ ନେଇ ଅଧିକ ପାଣି ପିଇବାକୁ ଡାକ୍ତର ପରାମର୍ଶ ଦେଇଥାନ୍ତି। ମାତ୍ର ଅନେକେ ଖାଇବା ସମୟରେ ପାଣି ପିଇବାକୁ ମନା କରିଥାନ୍ତି। ଏପରି କରିବା ଫଳରେ ଶରୀର ଉପରେ ଖରାପ ପ୍ରଭାବ ପଡ଼ିଥାଏ।

ଆୟୁର୍ବେଦରେ ଖାଇ ସାରିବା ପରେ ତୁରନ୍ତ ପାଣି ପିଇବାକୁ କ୍ଷତିକାରକ କୁହାଯାଇଛି। ଏହା ବିଷ ପିଇବା ସଙ୍ଗେ ସମାନ ବୋଲି କୁହାଯାଇଥାଏ। ଏହାର ପ୍ରଭାବ ପାଚନତନ୍ତ୍ର ଉପରେ ପଡ଼ିଥାଏ। ଫଳରେ ପାଚନତନ୍ତ୍ରରେ ସୃଷ୍ଟି ହେଉଥିବା ସମସ୍ୟା ସହ ଅନେକ ରୋଗର କାରଣ ହୋଇଥାଏ।

ଖାଇ ସାରିବା ପରେ ଖାଦ୍ୟ ନାହିର ଡାହାଣ ପାର୍ଶ୍ୱରେ ପହଞ୍ଚିଥାଏ। ସେଠାରେ ତାହା ହଜମ ହୋଇଥାଏ। ମାତ୍ର ତୁରନ୍ତ ପାଣିପିଇବା ଫଳରେ ସେଠାରେ ଖାଦ୍ୟ ହଜମ ହୋଇ ନ ଥାଏ, ଯାହାର ପ୍ରଭାବ ସିଧା ପାଚନତନ୍ତ୍ର ଉପରେ ପଡ଼ିବା ସହ ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିଥାଏ। ଏ ନେଇ ଡାକ୍ତର ଖାଇବା ପରେ ତୁରନ୍ତ ପାଣି ପିଇବାକୁ ମନା କରିଥାନ୍ତି।

ଖାଇସାରିବା ପରେ ତୁରନ୍ତ ପାଣି ପିଇଲେ ପାଚନତନ୍ତ୍ରରେ ସମସ୍ୟା ହୋଇ ଗ୍ୟାସ୍‌, ଛାତି ପୋଡ଼ିବା ଭଳି ଅନେକ ସମସ୍ୟା ଦେଖାଯାଇଥାଏ। ଏହାସହ ତ୍ୱଚା ସମନ୍ଧୀୟ ସମସ୍ୟା ହୋଇଥାଏ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com
ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ବିଶ୍ୱର ସବଠୁ ଖୁସି ଦେଶ କିଏ ଜାଣନ୍ତି: ଏହି ସ୍ଥାନରେ ଅଛି ଭାରତ

ଲଣ୍ଡନ,୨୦ା୩:ଫିନ୍‌ଲାଣ୍ଡ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ଭାବେ ନିଜର ମାନ୍ୟତା ବଜାୟ ରଖିଛି। କ୍ରମାଗତ ଭାବେ ୯ମ ଥର ପାଇଁ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ସୂଚୀ…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି…

କୁମ୍ଭ ରାଶିରେ ସୃଷ୍ଟି ହେବ ଚତୁର୍ଗ୍ରହୀ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ପ୍ରଚୁର ଟଙ୍କା!

୧୬ ମାର୍ଚ୍ଚ ସନ୍ଧ୍ୟାରେ କୁମ୍ଭ ରାଶିରେ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେବ । ରାହୁ, ମଙ୍ଗଳ ଏବଂ ବୁଧ ଗ୍ରହ କୁମ୍ଭ ରାଶିରେ ପୂର୍ବରୁ ଅବସ୍ଥିତ ରହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri