୨୦୦ କୋଟି କ୍ଲବରେ ସାମିଲ ହେଲା ‘ଦୃଶ୍ୟମ ୨’

ମୁମ୍ବାଇ: ଚଳିତ ବର୍ଷର ସବୁଠାରୁ ବଡ ଫିଲ୍ମ ଲିଷ୍ଟରେ ସାମିଲ ହୋଇଛି ସୁପରଷ୍ଟାର ଅଜୟ ଦେବଗନଙ୍କ ଫିଲ୍ମ ‘ଦୃଶ୍ୟମ ୨’ । ଦମଦାର ସସପେନ୍ସ ଥ୍ରୀଲର ହୋଇଥିବା ବେଳେ ‘ଦୃଶ୍ୟମ ୨’ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେଇଛି । କାରଣ ଏବେ ଏହି ମୁଭି ୨୦୦ କୋଟି କ୍ଲବରେ ସାମିଲ ହୋଇଯାଇଛି ।
ଅଜୟ ଦେବଗନଙ୍କ ଫିଲ୍ମ ଦୃଶ୍ୟମ ୨ ଅଡିଅନ୍ସଙ୍କ ଫେବରାଇଟ ଫିଲ୍ମ ପାଲଟି ଯାଇଛି । ଏବେ ରିଲିଜ୍ ହେବାର ୨୩ ଦିନ ପରେ ଏହା ବକ୍ସ ଅଫିସରେ ୨୦୦ କୋଟି ସଂଖ୍ୟାକୁ ଅତିକ୍ରମ କରିଯାଇଛି । ୧୮ ନଭେମ୍ବରରେ ରିଲିଜ୍ ହୋଇଥିବା ଦୃଶ୍ୟମ ୨କୁ ଦେଖିବାକୁ ଏବେବି ସିନେମା ହଲରେ ଦର୍ଶକଙ୍କ ଭିଡ ଦେଖିବାକୁ ମିଳିଛି । ସୌକଲିନର ରିପୋର୍ଟ ଅନୁଯାୟୀ, ୪ର୍ଥ ଶନିବାର ଦୃଶ୍ୟମ ୨ ବକ୍ ଅଫିସରେ ୪.୬୫ କୋଟି ଆୟ କରି ୨୦୦ କୋଟି କ୍ଲବରେ ସାମିଲ ହୋଇଛି ।
ତେବେ ଅଜୟ ଦେବଗନଙ୍କ କ୍ୟାରିୟରର ଏହା ତୃତୀୟ ମୁଭି ଯାହା ୨୦୦ କୋଟି କ୍ଲବରେ ସାମିଲ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍‌ ଛାଡ଼ିଦେଲେ…

ନୂଆଦିଲ୍ଲୀ,୮।୧୧: ଆଇପିଏଲ୍‌ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍‌ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?