ବିବାହର ୬ ବର୍ଷ ପରେ ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ଅଭିନୟ ସହିତ ଦର୍ଶକଙ୍କ ହୃଦୟରେ ଏକ ଭିନ୍ନ ସ୍ଥାନ ସୃଷ୍ଟି କରିଛନ୍ତି ଅଭିନେତ୍ରୀ ଇଶିତା ଦତ୍ତ। ଦୃଶ୍ୟମ୍‌-୨ରେ ନିଜ ଅଭିନୟର ଯାଦୁ ଦେଖାଇଥିବା ଇଶିତା ପ୍ରଶଂସକଙ୍କୁ ଖୁସି ଖବର ଦେଇଛନ୍ତି। ବିବାହର ୬ ବର୍ଷ ପରେ ସେ ମା’ ହେବାକୁ ଯାଉଛନ୍ତି। ନିକଟରେ ଇଶିତା ବିମାନବନ୍ଦରରେ ନଜର ଆସିଥିଲେ। ଏଠାରେ ସେ ଗର୍ଭବତୀ ଥିବା ସ୍ପଷ୍ଟ ନଜର ଆସିଛନ୍ତି।
ଇଶିତା ହେଉଛନ୍ତି ବଲିଉଡ ଅଭିନେତ୍ରୀ ତନୁଶ୍ରୀ ଦତ୍ତଙ୍କ ଭଉଣୀ। ଏଥି ସହିତ ତାଙ୍କ ସ୍ବାମୀ ବତ୍ସଲ ସେଠ୍‌ ମଧ୍ୟ ଜଣେ ଅଭିନେତା। ସେ ଅନେକ ଟିଭି ଶୋ’ ଏବଂ ଫିଲ୍ମରେ ଅଭିନୟ କରିଛନ୍ତି। ସେ ଅବ୍ବାସ-ମୁସ୍ତାନର ଟାର୍ଜନ ଦ ୱାଣ୍ଡର୍‌ ସହିତ ବଲିଉଡରେ ଡେବ୍ୟୁ କରିଥିଲେ। ଉଭୟ ୨୦୧୭ରେ ବିବାହ କରିଥିଲେ।
ଇଶିତାଙ୍କୁ ଅଜୟ ଦେବଗନଙ୍କ ଦୃଶ୍ୟମ-୨ରେ ୟଶେଷ ଥର ପାଇଁ ଦେଖିବାକୁ ମିଳିଥିଲା। ଚଳଚ୍ଚିତ୍ରଟି ବକ୍ସ ଅଫିସରେ ଜବରଦସ୍ତ ବ୍ୟବସାୟ କରିଥିଲା।

 

View this post on Instagram

 

A post shared by Viral Bhayani (@viralbhayani)


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri