ଓଟିଟିରେ ରିଲିଜ୍‌ ହେବ ‘ଦୃଶ୍ୟମ-୨’

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ-୨’ ବକ୍ସ ଅଫିସରେ ସର୍ବାଧିକ ଆୟ କରିଥିବା ହିନ୍ଦୀ ଫିଲ୍ମ ହୋଇପାରିଛି। ଏହି ସସପେନ୍ସ ଥ୍ରୀଲର ଦର୍ଶକଙ୍କୁ ବହୁତ ମନୋରଞ୍ଜନ କରିଥିଲା। ଏଥିସହିତ ଦର୍ଶକ ଫିଲ୍ମର ଓଟିଟି ରିଲିଜ୍‌କୁ ଉତ୍ସାହିତ ସହିତ ଅପେକ୍ଷା କରିଥିଲେ। ଏଭଳି ପରିସ୍ଥିତିରେ ଦର୍ଶକଙ୍କ ପାଇଁ ଏକ ଖୁସି ଖବର ଅଛି। ‘ଦୃଶ୍ୟମ-୨’ ପ୍ରେକ୍ଷାଳୟରେ ରେକର୍ଡ ଭାଙ୍ଗିବା ପରେ ଏବେ ଓଟିଟି ପ୍ଲାର୍ଟଫର୍ମରେ ରିଲିଜ୍‌ ହେବାକୁ ଯାଉଛି। ଆମାଜନ ପ୍ରାଇମ ଭିଡିଓରେ ରେଣ୍ଟରେ ଉପଲବ୍ଧ ଅଛି। ଏକ ମାସ ପରେ ଫିଲ୍ମ ଷ୍ଟ୍ରିମିଂ ପାଇଁ ଉପଲବ୍ଧ ହେବ ବୋଲି ସୂଚନା ମିଳିଛି। ଫିଲ୍ମରେ ଅଜୟ ଦେବଗନ, ଶ୍ରୀୟା ସରନ, ଅକ୍ଷୟ ଖାନ୍ନା ଏବଂ ରଜତ କପୁର ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୀ ହିଟ୍‌, ତାମିଲ ଫ୍ଲପ୍‌

ଥରେ ମନେପକାନ୍ତୁ ନା ସେହି ଶ୍ରୋତାଦୃତ ଗୀତ ‘ପ୍ୟାର କିୟା ତୋ ଡର୍‌ନା କ୍ୟା’କୁ। ୧୯୬୦ରେ ନିର୍ମିତ ବଲିଉଡ୍‌ର ବ୍ଲକବଷ୍ଟର ହିନ୍ଦୀ ସିନେମା ‘ମୁଗଲ-ଏ-ଆଜାମ’ରେ ଦୃଶ୍ୟାୟିତ...

ଏଭଳି ଢ଼ଙ୍ଗରେ ସ୍ବାମୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସନା ଖାନ୍‌: କହିଲେ ମିଳିଛି ‘ଶ୍ରେଷ୍ଠ ସ୍ବାମୀ’

ବମ୍ବେ: ବିବାହ ପରେ ଏବେ ହନିମୁନ୍‌ରେ ବିଗ୍‌ବସ୍‌ ଫେମ୍‌ ସନା ଖାନ୍‌। ଅଭିନୟଜଗତକୁ ବାଏ ବାଏ କହିବା ପରେ ଏବେ ମୁଫ୍‌ତି ଅନସ ସଈଦଙ୍କ ହାତ...

ସୋନୁ ସୁଦ୍‌ଙ୍କୁ ଭଗବାନ କହି ପୂଜା କଲେ ବ୍ୟକ୍ତି

କରୋନା ମୁକାବିଲାରେ ବଲିଉଡ୍‌ ତାରକାମାନେ ସହାୟତାର ହାତ ବଢାଇଛନ୍ତି। ଏବେ ଏଥିରେ ନିଜକୁ ସାମିଲ କରିଛନ୍ତି ବଲିଉଡ ଅଭିନେତା ସୋନୁ ସୁଦ। ସେ ମୁମ୍ବାଇରେ ଫଶି...

ବିବାହ ପୂର୍ବରୁ ଭିକିଙ୍କ ଘରେ କାଟ୍ରିନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଭିକି କୌଶଲଙ୍କର ବିବାହ ଉତ୍ସବ ଆସନ୍ତା କାଲିଠୁ ଆରମ୍ଭ ହୋଇଯିବ।  କିନ୍ତୁ ସେମାନଙ୍କ ବିବାହକୁ ନେଇ ସେମାନେ...

ନୂଆ ଲୁକ୍‌ରେ ଉର୍ବଶୀ

ମୁମ୍ବାଇ: ମଡେଲିଂରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ସବୁବେଳେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରୁହନ୍ତି। ତାଙ୍କର...

ସୁଇଜରଲ୍ୟାଣ୍ଡରେ ହନିମୁନ

ମୁମ୍ବାଇ: ବଲିଉଡର ବହୁ ଚର୍ଚ୍ଚିତ କପୁଲ ଆଲିଆ ଭଟ୍ଟ ଓ ରଣବୀର କପୁର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । କିଛିବର୍ଷ ହେବ ଏମାନେ...

ମାଡ଼ ଖାଇ ଅଭିନୟ ଶିଖିଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ର ଅରିଜିନାଲ ଡିଭା କୁହାଯାଉଥିବା ରେଖା ବୁଧବାର ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୫୪ ଅକ୍ଟୋବର ୧୦ ଚେନ୍ନାଇରେ ଜନ୍ମ ଗ୍ରହଣ କରିଥିଲେ ଭାନୁରେଖା...

ସିଦ୍ଧାର୍ଥଙ୍କ ମୃତ୍ୟୁକୁ ପୁରିଲା ବର୍ଷେ; ପରିବାର ରଖିଲେ ପ୍ରାର୍ଥନା ସଭା

ବମ୍ବେ: ଟେଲି ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କ ମୃତ୍ୟୁକୁ ବର୍ଷେ ପୁରିଛି। ୨୦୨୧ ସେପ୍ଟେମ୍ବର ୨ରେ ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିଲା। ସେଥିଲାଗି ଆଜି ତାଙ୍କର...

Advertisement
Archives

Model This Week