ଷ୍ଟିଅରିଂ ଛାଡ଼ ଆନ୍ଦୋଳନବେଳେ ଡ୍ରାଇଭରଙ୍କୁ ମାଡ଼: ୮ ଜଣଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର,୧୧ା୭(ସୁନୀଲ କୁମାର ମହାନ୍ତି): ଓଡ଼ିଶା ଡ୍ରାଇଭର ସଂଘ ପକ୍ଷରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଚାଲିଥିବାବେଳେ ଟ୍ରକ୍‌ ଚଳାଇବାରୁ ଭଇଁଷାପାଲି ଟୋଲ୍‌ ଗେଟ୍‌ଠାରେ ଜଣେ ଡ୍ରାଇଭରଙ୍କୁ ଆନ୍ଦୋଳନରତ କେତେଜଣ ଡ୍ରାଇଭର ସଂଘବଦ୍ଧ ଆକ୍ରମଣ କରି ମାଡ଼ ମାରିଥିବା ପୁଇଁତଳା ଥାନାରେ ଗୁରୁବାର ଅଭିଯୋଗ ହୋଇଥିଲା। ବଲାଙ୍ଗୀର ଜିଲା ପୁଇଁତଳା ଥାନା ଭାଲେର ଗାଁର ଡ୍ରାଇଭର ମନୋଜ ବଗର୍ତ୍ତି (୨୭) ସୋନପୁର ଜିଲାର ଶରଧାପାଲି ଇଥାନଲ ପ୍ଳାଣ୍ଟରୁ ଏକ ଟ୍ରକ ଚଲାଇ ବଲାଙ୍ଗୀର ଅଭିମୁଖେ ଆସୁଥିବାବେଳେ ତାଙ୍କୁ ଆନ୍ଦୋଳନରତ ଡ୍ରାଇଭରମାନେ ଆକ୍ରମଣ କରିଥିଲେ। ଏହି ମାମଲାରେ ପୋଲିସ ଶୁକ୍ରବାର ମାଡ଼ ମାରିଥିବା ୮ ଜଣ ଡ୍ରାଇଭରଙ୍କୁ ଗିରଫ କରିଥିବା ପୁଇଁନ୍ତଲା ଥାନାଧିକାରିଣୀ ଅନିତା ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିବାହ ବନ୍ଧନରେ ବାନ୍ଧିହେଲେ ହାର୍ଦ୍ଦିକ ପାଣ୍ଡ୍ୟା? ଭାଇରାଲ ହେଲା ମାହିକା ଶର୍ମାଙ୍କ ସହ ଫଟୋ

ମୁମ୍ବାଇ: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା କ’ଣ ନିଜ ଗର୍ଲଫ୍ରେଣ୍ଡ ମହିକା ଶର୍ମାଙ୍କୁ ବିବାହ କରିଛନ୍ତି? ସୋସିଆଲ ମିଡିଆରେ ଏକ ନୂଆ ଫଟୋ ସାମ୍ନାକୁ ଆସିବା ପରଠାରୁ…

ବୋହୂର ପନିକି ଆକ୍ରମଣରେ ଶାଶୁ ଲହୁଲୁହାଣ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଭୋଗରାଇ, ୨୮।୬ (ପ୍ରଦୀପ ଦାସ): ପାରିବାରିକ କଳହକୁ କେନ୍ଦ୍ର କରି ବୋହୂର ପନିକି ଆକ୍ରମଣରେ ଶାଶୁ ଗୁରୁତର ଆହତ ହୋଇଛନ୍ତି। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ପ୍ରଥମେ ଜଳେଶ୍ୱର…

ବୋମା ମାଡ଼ ମଧ୍ୟରେ ହର୍ମୁଜ ପ୍ରଣାଳୀ ଚିରି ବାହାରିଗଲା ଭାରତୀୟ ଜାହାଜ, ଧାନ ବୁଣା ପୂର୍ବରୁ ଚାଷୀଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୮।୬: ହର୍ମୁଜ ପ୍ରଣାଳୀରେ ବଢୁଥିବା ଉତ୍ତେଜନା ଏବଂ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ମଧ୍ୟରେ, ଭାରତୀୟ ଚାଷୀଙ୍କ ପାଇଁ ଏକ ସ୍ବାଗତଯୋଗ୍ୟ ଖବର ଅଛି। ଇରାନ ଦ୍ୱାରା…

ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ଦାବି:  ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ଅମରପାଲି, ୨୮/୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଟିକରାପଡ଼ା (ଗାନ୍ଧୀପଡ଼ା) ଛକରେ ଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବିରେ…

ଭାଜପାରେ ସାମିଲ ହେବେ କି ମହୁଆ? ଚମକାଇଲା ଭଳି ଜବାବ ଦେଲେ ଟିଏମସି ସାଂସଦ

କୋଲକାତା,୨୮।୬: ପଶ୍ଚିମବଙ୍ଗ ରାଜନୀତିରେ ଆଜିକାଲି ବେଶ୍‌ ହଲଚଲ ଦେଖିବାକୁ ମିଳୁଛି। ବିଧାନସଭା ନିର୍ବାଚନ ପରେ ଟିଏମସି (TMC) ରେ ବଡ଼ ଧରଣର ବିଭାଜନ ହେବାର ଖବର ସାମ୍ନାକୁ…

ମୁଣ୍ଡ ନୁଆଁଇଲା ଶେହବାଜ ସରକାର, ପାକିସ୍ତାନର ସବୁଠାରୁ ବଡ଼ ନ୍ୟୁଜ ଚ୍ୟାନେଲ ଜିଓ ନ୍ୟୁଜ ଉପରେ ଲଗାଇଲା ପ୍ରତିବନ୍ଧକ, ଜାଣନ୍ତୁ କାହିଁକି

ଇସଲାମାବାଦ,୨୮।୬: ପାକିସ୍ତାନରେ ଗଣମାଧ୍ୟମ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପାକିସ୍ତାନ ସରକାର ଦେଶର ସବୁଠାରୁ ବଡ଼ ନ୍ୟୁଜ ଚ୍ୟାନେଲଗୁଡ଼ିକ ମଧ୍ୟରୁ ଗୋଟିଏ, ଜିଓ ନ୍ୟୁଜର…

ଅର୍ଦ୍ଧନିର୍ମିତ ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଜମି ହରାଇଥିବା ଚାଷୀଙ୍କ ହୋହଲ୍ଲା

କେସିଙ୍ଗା, ୨୮।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିରା ଗ୍ରାମ ପଞ୍ଚାୟତର କୁର୍ଲୁପଡ଼ାଠାରେ ନିର୍ମାଣାଧୀନ ଏମ୍‌ଏସ୍‌ଏମ୍‌ଇ (MSME) ପାର୍କକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Iran US Conflict: ଆମେରିକା ଆକ୍ରମଣର ପ୍ରତିଶୋଧ ନେଲା ଇରାନ, କୁୱେତରୁ ବାହାରିନ ପର୍ଯ୍ୟନ୍ତ ଆମେରିକୀୟ ଘାଟି ଉପରେ କଲା କ୍ଷେପଣାସ୍ତ୍ର ମାଡ଼

ତେହରାନ,୨୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଭାଙ୍ଗିବାକୁ ବସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକୀୟ ସେନା ଦୁଇଥର ଇରାନ ସାମରିକ ପ୍ରତିଷ୍ଠାନ ଉପରେ ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri