ଓଲଟିଲା ପିକଅପ୍‌ ଭ୍ୟାନ, ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୩୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ରଘୁନାଥପୁର ନିକଟସ୍ଥ ଜାତୀୟ ରାଜପଥରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବ୍ରହ୍ମପୁରରୁ ଛତ୍ରପୁର ଯାଉଥିବା ଏକ ପିକ୍‌ଅପ୍‌ ଭ୍ୟାନ (ଓଡି ୦୭ ଏଏଚ୍‌ ୬୨୨୨) ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ପିକ୍‌ଅପ୍‌ ଭ୍ୟାନ ଚାଳକ ବ୍ରହ୍ମପୁର ସହର ପାଣିଗ୍ରାହୀ ପେଣ୍ଠ ସାହିର ଗୋବିନ୍ଦ ଚନ୍ଦ୍ର ମହାନ୍ତି (୪୮)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଖବର ପାଇ ଏସ୍‌ପିଓ ସନ୍ତୋଷ କୁମାର ପାଢ଼ୀ ଏବଂ ରାହୁଲ ସେଠୀ ପହଞ୍ଚିବା ପରେ ଦମକଳ ବାହିନୀ ଓ ଚମାଖଣ୍ଡି ଥାନା ପୋଲିସକୁ ଖବର ଦେଇଥିଲେ । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଛତ୍ରପୁର ହସ୍ପିଟାଲକୁ ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri