୨୩ରୁ ଡ୍ରାଇଭିଂ ଲର୍ନର ଲାଇସେନ୍ସ ଆବେଦନ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଆସନ୍ତା ଅଗଷ୍ଟ ୨୩ ତାରିଖରୁ ନୂତନ ଡ୍ରାଇଭିଂ ଲର୍ନର ଲାଇସେନ୍ସ (ଏଲ୍‌ଏଲ୍‌)ପାଇଁ ଆବେଦନ କରି ହେବ। କୋଭିଡ୍‌ ଗାଇଡଲାଇନକୁ ଅନୁସରଣ କରି ଲର୍ନର ଲାଇସେନ୍ସ ଗ୍ରହଣ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ(ଏସଟିଏ) ପକ୍ଷରୁ ସମସ୍ତ ଆଞ୍ଚଳିକ ପରିବହନ କର୍ତ୍ତୃପକ୍ଷଙ୍କୁ ଜଣାଇ ଦିଆଯାଇଛି। ଆବେଦନକାରୀମାନେ ପ୍ରତ୍ୟେକ ଦିନ ସକଳା ୭ଟାରୁ ୧୦ ମଧ୍ୟରେ ସ୍ଲଟ ବୁକ୍‌ କରି ପାରିବେ। ସ୍ଲଟ ବୁକିଂ ପାଇଁ ୧୫ ମିନିଟ ସମୟ ମିଳିବ। ସେଥିରେ ୧୦ ମିନିଟ ପରୀକ୍ଷା ସମୟ ରହିବ। ଜଣେ ପ୍ରାର୍ଥୀଙ୍କୁ ୨୦ଟି ପ୍ରଶ୍ନରୁ ୧୨ ପ୍ରଶ୍ନର ଉତ୍ତର ଦେବାକୁ ପଡିବ। ଟେଷ୍ଟିଂ ସେଣ୍ଟରରେ ପ୍ରାର୍ଥୀମାନେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

ମୋଦିଙ୍କ ବଡ଼ ଉପଦେଶ, କହିଲେ ଘରୁ ରହି କାମ କରିବାକୁ…

ନୂଆଦିଲ୍ଲୀ,୧୧।୫:  ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ବିଶ୍ୱ ବଜାରରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବା ଆଶଙ୍କା କରାଯାଉଛି। ପଶ୍ଚିମ ଏସିଆ ସଙ୍କଟ…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ…

ରାହୁଲଙ୍କୁ ମହଙ୍ଗା ପଡ଼ିଲା ଥାଲାପତିଙ୍କ ସହ ଇନଷ୍ଟା ରିଲ ଶେୟାର କରିବା

ନୂଆଦିଲ୍ଲୀ,୧୧।୫: ତାମିଲନାଡୁରେ ବିଜୟ ଥାଲାପତିଙ୍କ ଶପଥ ଗ୍ରହଣ ସମାରୋହ ସମୟରେ, ଟିଭିକେ ମୁଖ୍ୟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହ ମଞ୍ଚ ଉପରେ ଏକ ରିଲ…

ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ…

ଦେବାଳିଆ ମଧ୍ୟସ୍ଥ

ପାକିସ୍ତାନକୁ ଆଉ ସାହା ହେଉନାହାନ୍ତି ଆତଙ୍କବାଦୀ କି ଆମେରିକା। ଦେବାଳିଆ ପାକିସ୍ତାନର ଆର୍ଥିକ ମେରୁଦଣ୍ଡ ଭାଙ୍ଗିପଡ଼ିଛି। ଦେଶବାସୀଙ୍କୁ ଦୁଇଓଳି ଖାଇବା ଯୋଗାଇବାକୁ ପାକିସ୍ତାନ ପାଖରେ ସମ୍ବଳ ନାହିଁ।…

ଦୀର୍ଘସୂତ୍ରୀର ବିନାଶ ଘଟେ

ସମସ୍ତଙ୍କର ଏକ ସାଧାରଣ ଅଭିଯୋଗ ‘ସମୟ ନାହିଁ’ା ବାସ୍ତବରେ ସମୟ ଅଛି, ଆମେ ଠିକ୍‌ ସମୟରେ କାର୍ଯ୍ୟଟି କରିବାକୁ ନିଜେ ସୁଲଭ ନାହୁଁ। ସମୟ ପାଖରେ ଆମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri