ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ ହୋଇଥିବା ଦାରିଙ୍ଗବାଡ଼ି ସବ୍‌ଇନ୍ସପେକ୍ଟର ଜୟନ୍ତ କୁମାର ସେଠି ସୂଚନା ଦେଇଛନ୍ତି। ଦାରିଙ୍ଗବାଡ଼ି ତହସିଲଦାର ଶରତ ଶବର ଘଟଣାସ୍ଥଳରେ ପହଞ୍ଚି ଜବତ ଗଞ୍ଜେଇର ଓଜନ କରାଇ ଗଞ୍ଜେଇ ବସ୍ତାକୁ ଜଉମୁଦ ଦେଇ ସିଲ କରାଇଥିଲେ।

ପ୍ରକାଶ ଯେ, ମଙ୍ଗଳବାର ଅପରାହ୍ନରେ ଉକ୍ତ ଥାନା ବାରାଡିକ୍ଲ୍ୟୁ ଅଞ୍ଚଳରୁ ଏକ ମିନିଟ୍ରକ୍‌ ନଂ (ଓଡି୦୨-ବିସି-୨୦୫୫)ରେ ଗଞ୍ଜେଇ ଭର୍ତ୍ତି ହୋଇ ଦାରିଙ୍ଗବାଡ଼ି ଅଭିମୁଖେ ଯାଉଥିବା କୌଣସି ସୂତ୍ରରୁ ପୋଲିସକୁ ସୂଚନା ରହିଥିଲା ସୂଚନା ପାଇ ଆଇଆଇସି କନକ କୁମାର ମାଝୀଙ୍କ ନିର୍ଦ୍ଦେଶ କ୍ରମେ ସବଇନ୍ସପେକ୍ଟର ଜୟନ୍ତ କୁମାର ସେଠୀ, ଏଏସଆଇ ଅର୍ଜୁନ ଶବର ପ୍ରମୁଖ ସଦଳବଳ ଦୁଇଟି ପୋଲିସ ଜିପରେ ଭର୍ତ୍ତି ହୋଇ ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟସ୍ଥ ଟୋଲ ଗେଟ ରେ ବ୍ଲକିଂ କରି ଉକ୍ତ ମିନି ଟ୍ରକ୍‌କୁ କାବୁ କରିଥିଲେ ତେବେ କୌଶଳ କ୍ରମେ ଗାଡ଼ିଚାଳକ ତଥା ଗଞ୍ଜେଇ ବ୍ୟବସାୟୀ ଜଣକ ସେଠାରୁ ଚମ୍ପଟ ମାରିଥିଲା। ପୋଲିସ ଫେରାର ଅଭିଯୁକ୍ତଙ୍କୁ ଚି଼ହ୍ନଟ କରାଯାଇଛି ତାଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ତଦନ୍ତକାରୀ ଅଧିକାରୀ ଜୟନ୍ତ କୁମାର ସେଠୀ କହିଛନ୍ତି ଏନେଇ ଥାନାରେ ମାମଲା (୭୫ /୨୫)ରୁଜୁ କରାଯାଇ ଏହାର ତଦନ୍ତ କରାଯାଉଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri