ଚଳନ୍ତା ବସ୍‌ରେ ଡ୍ରାଇଭରଙ୍କୁ ଆସିଲା ହାର୍ଟଆଟାକ୍‌: ନିଜେ ଚାଲିଗଲେ, ହେଲେ…

ପଟାଙ୍ଗି,୨୦।୧୧(ଶରତ କୁମାର ଧଳ): ମଲାକାନଗିରି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଚଳନ୍ତା ବସ୍‌ରେ ଡ୍ରାଇଭରଙ୍କୁ ହାର୍ଟଆଟାକ୍‌ ଆସିଥିଲା। ସେ ନିଜେ ଚାଲିଗଲେ, ହେଲେ ବଞ୍ଚାଇଦେଲେ ୨୫ ଜୀବନ। ହୃଦଘାତର ଶିକାର ହୋଇ ମଧ୍ୟ ଯାତ୍ରୀଙ୍କ ଜୀବନ ରକ୍ଷା କଲେ ବସ ଡ୍ରାଇଭର। ବସ୍‌ଟି ବିଜୟନଗରମରୁ ମାଲକାନଗିରି ଆସୁଥିବା ବେଳେ ଏହି ଅଘଟଣ ଘଟିଛି। କୁନ୍ଦୁଲି ନିକଟରେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ OSRTC ବସ ଡ୍ରାଇଭର। ଏହାପରେ ତାଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତ ଡ୍ରାଇଭର୍‌ଙ୍କ ନାଁ ପାରୁପଲ୍ଲୀ ସାଇ କ୍ରିଷ୍ଣା କୁମାର। ତାଙ୍କ ବୟସ ୪୩ ବର୍ଷ ଥିଳା ବୋଲି ଜଣାପଡ଼ିଛି।
ଡ୍ରାଇଭରଙ୍କ ମୃତ ଖବର ପାଇଁ ଆନ୍ଧ୍ର ରାଜ୍ୟର ବିଜୟନଗରମ ଡିପୋ ମ୍ୟାନେଜର ରବିନ୍ଦ୍ର କୁମାର ବେହେରା ଖବର ପାଇ କୋରାପୁଟ ଜିଲା ମେଡିକାଲ କଲେଜରେ ପହଞ୍ଚି ମୃତ ଡ୍ରାଇଭରଙ୍କୁ ଦର୍ଶନ କରି ମୃତ ସମ୍ପର୍କରେ ତଦନ୍ତ କରୁଛନ୍ତି । ମୃତ ଡ୍ରାଇଭର OSRTC ବିଭାଗର ଦୀର୍ଘ ୨୫ ବର୍ଷ ଧରି ଡ୍ରାଇଭର କାର୍ଯ୍ୟ ତୁଲାଉଥିବାବେଳେ ଡ୍ରାଇଭରଙ୍କର ଚାକିରି ସ୍ଥାୟୀ ହୋଇ ନ ଥିଲା। ଏଥିସହିତ ମଙ୍ଗଳବାର ଉକ୍ତ ଡିପୋରେ ଦୁର୍ଘଟଣାଜନିତ ଘଟଣା ସମ୍ପର୍କରେ ସମସ୍ତ ଡ୍ରାଇଭରଙ୍କୁ ତାଲିମ ଦେଇଥିଲେ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ ଲକ୍ଷ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ, ୬।୬: ଗୋଟିଏ ପଟେ କେନ୍ଦ୍ରୀୟ କର୍ମଚାରୀମାନେ ଦୀର୍ଘ ଦିନ ହେବ ଅଷ୍ଟମ ବେତନ କମିଶନ (8th Pay Commission) ଅଧୀନରେ ମହଙ୍ଗା ଭତ୍ତା (DA) ଏବଂ…

ଆଜିଠାରୁ ‘ମୃତ୍ୟୁ ପଞ୍ଚକ’ ଆରମ୍ଭ: ସ୍ବପ୍ନରେ ଏହି ୭ଟି ଜିନିଷ ଦେଖିଲେ ହୋଇଯାଆନ୍ତୁ ସାବଧାନ, ଘଟିପାରେ ବଡ଼ ଅଘଟଣ!

ସନାତନ ଧର୍ମରେ ମୃତ୍ୟୁ ପଞ୍ଚକର ଏକ ବିଶେଷ ମହତ୍ତ୍ୱ ରହିଛି, ଯାହାକୁ କ୍ଷତିକାରକ ଓ କଷ୍ଟଦାୟକ ବୋଲି ମାନିଥାନ୍ତି। ଯେତେବେଳେ ବି ପଞ୍ଚକ ଶନିବାର ଦିନରୁ ଆରମ୍ଭ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri