ମଙ୍ଗଳବାରଠାରୁ ସାରା ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର,୭।୭: ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ସାରା ରାଜ୍ୟରେ ‘ଷ୍ଟିଅରିଂ ଛାଡ଼’ ଆନ୍ଦୋଳନ ଆରମ୍ଭ କରିବାକୁ ଘୋଷଣା କରିଛି। ୬ ଦଫା ଦାବି ନେଇ ଏହି ଆନ୍ଦୋଳନ ଡାକରା ଦିଆଯାଇଛି।

ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି ସୂଚନା ଦେଇ କହିଛନ୍ତି ଯେ, ଜରୁରୀକାଳୀନ ସେବା (ଯଥା ଆମ୍ବୁଲାନ୍ସ, ଅଗ୍ନିଶମ ସେବା ଆଦି)ରେ ନିୟୋଜିତ ଡ୍ରାଇଭରମାନେ ଏହି ଆନ୍ଦୋଳନରେ ସାମିଲ ହେବେ ନାହିଁ।

ଏହି ଆନ୍ଦୋଳନ ଯୋଗୁଁ ରାଜ୍ୟରେ ସାଧାରଣ ଯାତାୟାତ ବ୍ୟବସ୍ଥା ଉପରେ ପ୍ରଭାବ ପଡ଼ିପାରେ। ମହାସଂଘ ତରଫରୁ ଦାବିଗୁଡ଼ିକର ସମାଧାନ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?