୧୦ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ ଆନ୍ଦୋଳନ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଆଜିଠୁ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ ଆନ୍ଦୋଳନ। ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ ନିରାପତ୍ତା, ଡ୍ରାଇଭରଙ୍କ ପାଇଁ ବୀମା, ପେନସନ, ସଡ଼କ ଯାତ୍ରା ବେଳେ ବିଭିନ୍ନ ସ୍ଥାନରେ ବିଶ୍ରାମଗାର ଓ ଶୌଚାଳୟ ବ୍ୟବସ୍ଥା ଭଳି ୧୦ ଦାବି ଉଠାଇ ଆନ୍ଦୋଳନର ଡାକରା ଦେଇଛି ମହାସଂଘ। ପୂର୍ବରୁ ଏନେଇ ରାଜ୍ୟ ସରକାରଙ୍କୁ ମହାସଂଘ ପକ୍ଷରୁ ଅବଗତ କରାଯାଇଥିଲା। ହେଲେ କୌଣସି ଫଳପ୍ରଦ ନ ହେବାରୁ ଆଜିଠାରୁ ରାଜ୍ୟର ସବୁ ବ୍ଲକ, ସଦର ମହକୁମା ଓ କିଛି ମୁଖ୍ୟ ରାସ୍ତାରେ ଆନ୍ଦୋଳନର ଚେତାବନୀ ଦେଇଛି ଡ୍ରାଇଭର ମହାସଂଘ। ଜରୁରୀକାଳୀନ ସେବାରେ ନିୟୋଜିତ ଯାନବାହନ ବାଦ୍‌ ଦିଆଯିବ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri