ରାଜରାସ୍ତାରେ ଡ୍ରାଇଭର, ଗାଡି ଚଳାଚଳ ଠପ୍‌

କେନ୍ଦୁଝର,୧୫।୩(ସ୍ବ.ପ୍ର.): ଓଡ଼ିଶା ଡ୍ରାଇଭର ମହାସଂଘର ଆହ୍ବାନ କ୍ରମେ ଆଜି କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଆରମ୍ଭ କରିଛନ୍ତି। ପୁରୁଣା ପେନସନ ଲାଗୁ କରିବା, ଖାଲି ପଦବୀ ପୂରଣ କରିବା, ଠିକା କର୍ମଚାରୀ ମାନଙ୍କୁ ସ୍ଥାୟୀ କରିବା, ଘରୋଇକରଣ ବନ୍ଦ କରିବା, ଅଷ୍ଟମ ବେତନ କମିଶନ ଗଠନ କରିବା, ବକେୟା ମହଙ୍ଗା ଭତ୍ତା ପ୍ରଦାନ କରିବା ଆଦି ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡ୍ରାଇଭର ମହାସଂଘ। ଜାତୀୟ ରାଜପଥ ୨୦, ୪୯ ରେ ସକାଳୁ ଆନ୍ଦୋଳନକାରୀ ଗାଡ଼ି ଅଟକାଇ ଥିବା ବେଳେ ଧାରଣାରେ ବସି ପ୍ରତିବାଦ କରିଥିଲେ। ଏହି କାରଣରୁ ଆଜି ଘରୋଇ ବସ୍‌ ସେବା ବନ୍ଦ ରହିଥିବାରୁ ଯାତ୍ରୀମାନେ ବହୁ ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ପତାକା ବଦଳିବା ବେଳେ ଗଲା ଜୀବନ

ପାଟଣା,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ବୈତରଣୀ ନଦୀକୂଳରେ ଥିବା ପରମେଶ୍ୱର ଶିବ ମନ୍ଦିରରେ ରବିବାର ଏକ ଅଘଟଣ ଘଟିଛି। କାର୍ତ୍ତିକ ପୂର୍ଣ୍ଣିମା ପାଇଁ...

ନନ୍ଦଳାରେ ଅଗ୍ନିକାଣ୍ଡ: ୪ ବଖରା ଭସ୍ମୀଭୂତ, ୨ ବଳଦ ଅର୍ଦ୍ଧଦଗ୍ଧ

କୃଷ୍ଣପ୍ରସାଦ, ୨୯।୧୦(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ରାମଲେଙ୍କା ପଞ୍ଚାୟତ ନନ୍ଦଳାଗାଁରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୪ ବଖରା ଘର ପୋଡ଼ିଯାଇଛି।...

ରାସ୍ତାରୁ ହଟୁନି ବିଦ୍ୟୁତ୍‌ ଖୁଣ୍ଟ, ଚାଲିଛି ନିର୍ମାଣ କାର୍ଯ୍ୟ

ନାଉଗଁା,୨୦ା୧(ସ୍ବ.ପ୍ର.):ନାଉଗଁା ବ୍ଲକ ଅନ୍ତର୍ଗତ ତେଲସରା-କୋକିଡିହ ପୂର୍ତ୍ତ ବିଭାଗ ରାସ୍ତାର ପୁନଃ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ଉକ୍ତ ୧୧ କିମି ରାସ୍ତାର ନିର୍ମାଣ ଓ ସମ୍ପ୍ରସାରଣ...

କରୋନା ସ୍ଥିତି ସମୀକ୍ଷା: ଭୀମସାରରେ ଖୋଲିବ ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲ

ସମ୍ବଲପୁର, ୧୪।୪(ବ୍ୟୁରୋ): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆର୍ୟୁବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ଭୀମସାର)ରେ ହେବ ଦ୍ୱିତୀୟ କୋଭିଡ ହସ୍ପିଟାଲ। ଭୀମସାରର ନବନିର୍ମିିତ ମେଡିସିନ ୱାର୍ଡରେ...

୩ ଦିନ ହେଲା ଯାତାୟାତ ଠପ୍‌: ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଛେଣ୍ଡିପଦା,୧୯।୭ (ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତ ବରମଳିହାସାହି ଲୋକେ ଯାତାୟାତ କରୁଥିବା ରାସ୍ତାକୁ ଗ୍ରାମର କେତେଜଣ ବ୍ୟକ୍ତି ବନ୍ଦ କରିଦେଇଥିବାରୁ ୩ ଦିନ...

ବ୍ରହ୍ମପୁର ପୋଲିସ ହାବୁଡ଼ରେ ଇରାନିଅନ୍‌ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ: ନକଲି ପୋଲିସ ପରିଚୟ ଦେଇ କରୁଥିଲେ ଲୁଟ୍‌

ବ୍ରହ୍ମପୁର ଅଫିସ, ୨।୧୦ – ବ୍ରହ୍ମପୁର ପୋଲିସ ହାବୁଡରେ ପଡ଼ିଛନ୍ତି ଇରାନିଅନ୍‌ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ସିକନ୍ଦର ଅଲ୍ଲୀ। ସେ କର୍ଣ୍ଣାଟକ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ବିହାର ଓ...

ଉନ୍ନତୀକରଣ କାର୍ଯ୍ୟ ଆରମ୍ଭରୁ ଲୁଟ୍‌

ଦଶରଥପୁର,୨୨ା୧୨(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉନ୍ନତୀକରଣ କରାଯାଉଛି। ଏଥିପାଇଁ ସରକାର ୮ କୋଟି ୪୭ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେଇଛନ୍ତି।...

ଲଗାଣ ବର୍ଷା: ଡାକ୍ତରଙ୍କ କ୍ୱାର୍ଟର୍ସ ଆଗରେ ଆଣ୍ଠୁଏ ପାଣି

ପଟ୍ଟାମୁଣ୍ଡାଇ,୧୩।୮(ସ୍ବ.ପ୍ର.): ଲଘୁଚାପଜନିତ ଲଗାଣ ବର୍ଷାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଶେଷକରି ମଜୁରି ଲାଗି ତେଲଲୁଣ ସଂସାର ଚଳାଉଥିବା ଅଭାବୀ ଲୋକର...

Advertisement
Archives

Model This Week