କେନ୍ଦୁଝର ଗସ୍ତରେ ଡିଆରଏମ: ରେଳ ଚଳାଚଳ ନେଇ ଦାବିପତ୍ର

କେନ୍ଦୁଝର,୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଗ୍ରସ୍ତରେ ଆସିଥିବା ଡିଆର୍‌ଏମ୍‌ (ଡିଭିଜନାଲ ରେଲଓ୍ବେ ମ୍ୟାନେଜର) ଖୋର୍ଦ୍ଧା ଡିଭିଜନଙ୍କୁ କେନ୍ଦୁଝର ଯୁବ ପରିଷଦ ପକ୍ଷରୁ ଏକ ଦାବିପତ୍ର ଦିଆଯାଇଛି। ବରଦା ପ୍ରସନ୍ନ ଦାସଙ୍କ ନେତୃତ୍ୱରେ ଏକ ଦାବି ପତ୍ର ଦିଆଯାଇଛି। କୋଭିଡ୍‌ ପାଇଁ ବନ୍ଦ ଥିବା ପୁରୀ-ରାଉରକେଲା ପାସେଞ୍ଜର ଟ୍ରେନକୁ ପୁନଃ ଚଳାଚଳ, କେନ୍ଦୁଝରଗଡ଼ ଦେଇ ଅନ୍ୟୁନ ଭୁବନେଶ୍ୱରରୁ ନୂଆ ଦିଲ୍ଲୀକୁ ଯାତ୍ରୀଙ୍କ ସୁବିଧା ଯାତାୟାତ ପାଇଁ ଟ୍ରେନ ଚଳାଚଳ, ବିଶାଖାପାଟଣା – ଟାଟାକୁ ସପ୍ତାହରେ ଦିନେ ଚଳାଚଳ କରୁଥିବା ଟ୍ରେନକୁ ଦୈନିକ ଚଳାଚଳ, ଯାଜପୁର ରୋଡ (ସୁକିନ୍ଦା) ଦେଇ କୋଲକାତାରୁ କେନ୍ଦୁଝରକୁ ଏକ ନୂତନ ଟ୍ରେନ ଚଳାଚଳ କରିବାକୁ ଦାବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଗୋନାସିକା’ ମହୋତ୍ସବରେ ବିକାଶର ବାର୍ତ୍ତା: ଉଦ୍‌ଯାପନ ମହୋତ୍ସବରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ, ୨୬ ପର୍ଯ୍ୟନ୍ତ ଚାଲିବ ପଲ୍ଲୀଶ୍ରୀ ମେଳା

କେନ୍ଦୁଝର, ୨୫ା୧୨(ଡି.ଏନ୍‌.ଏ.)-କେନ୍ଦୁଝର କାଳୀପଡିଆଠାରେ ‘ଗୋନାସିକା କେନ୍ଦୁଝର ମହୋତ୍ସବ’ ମଙ୍ଗଳବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଛି। ମେଳା ପରିସରରେ ଅନୁଷ୍ଠିତ ‘ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା-୨୦୧୯’ ଆସନ୍ତା ୨୬ ତାରିଖ...

ଶିକ୍ଷକଙ୍କ ବଦଳି ବାତିଲ ଦାବି :ଦେଓଗାଁ ପ୍ରାଥମିକ ସ୍କୁଲରେ ତାଲା ବନ୍ଦ

କଣ୍ଟାମାଳ,୨୭।୭ (ଡି.ଏନ.ଏ) ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଦେଓଗାଁ ନୂତନ ପ୍ରକଳ୍ପ ପ୍ରାଥମିକ ସ୍କୁଲରେ ଶୁକ୍ରବାର ୧୦ଟାରେ ଅଭିଭାବକ ଓ ଛାତ୍ରୀଛାତ୍ର ତାଲା ପକାଇ ଧାରଣା...

ଭାସିଗଲା ବୋଡ଼ାନଦୀ କଲଭର୍ଟ

ଭଞ୍ଜନଗର,୧୩।୯(ଡି.ଏନ.ଏ): ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ୩ ଦିନ ହେଲା ବର୍ଷା ହେଉଛି। ସୋମବାର ଦିନତମାମ ଲଗାଣ ବର୍ଷା ହୋଇଛି। ଫଳରେ ବୋଡ଼ାନଦୀ...

ମିଶନ ଶକ୍ତି ଗୃହ କାମରେ ଲାଗୁନି

ନୂଆଗାଁ,୯ା୫(ଡି.ଏନ.ଏ.): ମହିଳାଙ୍କ ଉନ୍ନତିରେ ରାଜ୍ୟର ପ୍ରଗତି। ତେଣୁ ମହିଳାମାନଙ୍କୁ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ସ୍ବାବଲମ୍ବୀ କରାଇବା ଓ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବାକୁ...

ଓସିଏ ସଭାପତି ପ୍ରାର୍ଥୀ ହେବେ ବିଧାୟକ ପ୍ରଣବ ପ୍ରକାଶ ଦାସ

ପୁରୀ ଅଫିସ,୧୪ା୧୦: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ୍‌ (ଓସିଏ) ସଭାପତି ପ୍ରାର୍ଥୀ ହେବେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏହି...

ପ୍ରଥମ ଦିନରେ ୪୦ ହଜାର ଜନସମାଗମ

ବଇଣ୍ଡା,୨୩।୫ (ଡି.ଏନ.ଏ.): ଆଠମଲ୍ଲିକ ଉପଖଣ୍ଡ ବଇଣ୍ଡାଠାରେ ଗତ ୨୧ ତାରିଖଠାରୁ ଆରମ୍ଭ ହୋଇଛି ଚନ୍ଦନ ଯାତ୍ରା। ଏହି ୪ ଦିନିଆ ଯାତ୍ରାର ପ୍ରଥମ ରାତିରେ ୪୦...

ପୋଲିସ ଭୟରେ ପିଇଲେ କୀଟନାଶକ

କଣ୍ଟାପଡା,୨୧।୧୦(ଡି.ଏନ୍‌.ଏ.): ଏକ ଅଭିଯୋଗର ତଦନ୍ତ ପାଇଁ ପୋଲିସ ଥାନାକୁ ଡାକିବାରୁ ଭୟରେ ଜଣେ ଯୁବକ ଗୁରୁବାର କୀଟନାଶକ ପିଇ ଦେଇଛନ୍ତି। ପରେ ତାଙ୍କର ମୃତ୍ୟୁ ଘଟିଛିି।...

ବିଗୁଡୁଛି ଗହୀରମଥା ପରିବେଶ: ବନ୍ଦ ହେଉନାହିଁ ହୁଇଲର ଦ୍ୱୀପରୁ ମିଶାଇଲ ପରୀକ୍ଷା

କେନ୍ଦ୍ରାପଡ଼ା ଅଫିସ, ୧୮ା୧୨: ବିଶ୍ୱ ପ୍ରସିଦ୍ଧ ଗହିରମଥା ସାମୁଦ୍ରିକ ଅଞ୍ଚଳରେ ବିରଳ ଅଲିଭ ରିଡଲେ କଇଁଛ ଠୁଳ ହୋଇଛନ୍ତି । ଆଇୟୁସିଏନ୍‌ର ରେଡ ଡାଟା ବୁକ୍‌ରେ...

Advertisement
Archives

Model This Week