ଇସ୍ରାଏଲ ସେନା ଘାଟି ଉପରେ ଡ୍ରୋନ୍‌ ଆକ୍ରମଣ

ବିରୁଟ୍‌/ଜେରୁଜେଲମ୍‌,୬ା୫: ଇସ୍ରାଏଲ୍‌ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅଧୀନ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି ମୃତାହତ ହୋଇଥିବା କଥା ଇସ୍ରାଏଲ ସେନା ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ।

ଲେବାନନ ଅତିକ୍ରମ କରି ଏକ ଡ୍ରୋନ୍‌ ମେଟୁଲା ଅଞ୍ଚଳରେ ମାଡ଼ ହୋଇଥିଲା ବୋଲି ସେନା କହିଛି। ଅନ୍ୟପକ୍ଷରେ ଆକ୍ରମଣରେ ୨ ଜଣ ଗୁରୁତର ହୋଇଥିବା ଇସ୍ରାଏଲୀ ଗଣମାଧ୍ୟମରେ କୁହାଯାଇଛି। ଇସ୍ରାଏଲ୍‌ ସୀମାରେ ଥିବା ମିଲିଟାରୀ ଟାର୍ଗେଟଗୁଡ଼ିକୁ ଲକ୍ଷ୍ୟ କରି ଡଜନେ ରକେଟ ଛଡ଼ାଯାଇଥିବା ଇରାନ ସମର୍ଥତ୍ତ ହେଜବୁଲ୍ଲା ଦାବି କରିଛି। ଗାଜାର ପାଲେଷ୍ଟିନୀୟମାନଙ୍କ ସମର୍ଥନରେ ଇସ୍‌ଲାମିକ ରେଜିଷ୍ଟାନ୍ସ ପକ୍ଷରୁ ସୋମବାର ଡ୍ରୋନ ଆକ୍ରମଣ ହୋଇଥିବା ହେଜବୁଲ୍ଲା ସାମରିକ ମିଡିଆ ପକ୍ଷରୁ ଘୋଷଣା କରାଯାଇଛି। ଏଥିରେ ଇସ୍ରାଏଲ୍‌ ସେନା ଘାଟିର ବହୁ କ୍ଷୟକ୍ଷତି ହୋଇଥିବା ହେଜବୁଲ୍ଲା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ…

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଘଣ୍ଟ-ଢୋଲ ପଟୁଆରରେ…

ଗଞ୍ଜାମ,୨୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଆଲିଆବାଦ ଗ୍ରାମର ଗ୍ରାମ୍ୟଦେବୀ ମା’ ବୁଢ଼ୀଠାକୁରାଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri