ସିରିଆରେ ସାମରିକ ଏକାଡେମୀ ଉପରେ ଡ୍ରୋନ ଆକ୍ରମଣ: ୧୦୦ରୁ ଅଧିକ ମୃତ

ଡାମସକସ୍‌,୬।୧୦: ସିରିଆରେ ସାମରିକ ଏକାଡେମୀର ଡ୍ରୋନ ଆକ୍ରମଣରେ ପ୍ରାୟ ୧୦୦ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। କୁହାଯାଉଛି ଯେ, ସିରିଆ ପ୍ରତିରକ୍ଷା ମନ୍ତ୍ରୀ ସାମରିକ ସମାରୋହ ଛାଡିବାର କିଛି ମିନିଟ ପରେ ଡ୍ରୋନ ଆକ୍ରମଣ ହୋଇଥିଲା। ସିରିଆ ଗତ ୧୨ ବର୍ଷ ଧରି ଗୃହଯୁଦ୍ଧର ସାମ୍ନା କରିଆସୁଛି।
ଏହି ଆକ୍ରମଣରେ ଉଭୟ ସୈନିକ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ସିରିଆ ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି। କେଉଁ ଗୋଷ୍ଠୀ ଏହି ଆକ୍ରମଣ କରିଛନ୍ତି ତାହା ପ୍ରତିରକ୍ଷା ମନ୍ତ୍ରଣାଳୟର ବିବୃତ୍ତିରେ ଉଲ୍ଲେଖ କରାଯାଇ ନାହିଁ। ଦେଶର ପ୍ରତିରକ୍ଷା ଏବଂ ବୈଦେଶିକ ମନ୍ତ୍ରଣାଳୟ ମିଳିତ ବିବୃତ୍ତିରେ କହିଛନ୍ତି ଯେ, ଏହି ଆକ୍ରମଣକୁ ସମ୍ପୂର୍ଣ୍ଣ ବଳ ସହିତ ଜବାବ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri