Posted inଜାତୀୟ

ଅମରନାଥ ଯାତ୍ରା ଉପରେ ନଜର ରଖିବ ଡ୍ରୋନ୍‌, ୧୨ ହଜାର ଯବାନଙ୍କୁ ସୁରକ୍ଷା ଦାୟିତ୍ୱ

ଡେରାଡୁନ,୧୪ ।୫: ପ୍ରାୟ ୨ ବର୍ଷ ପରେ ଆରମ୍ଭ ହେବାକୁ ଯାଉଥିବା ଅମରନାଥ ଯାତ୍ରାର ସୁରକ୍ଷା ସମ୍ପର୍କିତ ପ୍ରସ୍ତୁତିକୁ ନେଇ କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା ଶୁକ୍ରବାର ସମିକ୍ଷା କରିଛନ୍ତି । ଏଥିରେ ନିଷ୍ପତ୍ତି ନିଆଯାଇଛି କି ଅତିକମରେ ୧୨.୦୦୦ ଅର୍ଦ୍ଧସାମରିକ ବଳ ଓ ଜମ୍ମୁ-କଶ୍ମୀର ପୋଲିସର ଶହ ଶହ ଯବାନ ଡ୍ରୋନ୍ କ୍ୟାମେରା ଜରିଆରେ ଅମରନାଥ ଯାତ୍ରୀଙ୍କ ସୁରକ୍ଷା ଉପରେ ଧ୍ୟାନ ଦେବେ ।
ସୂଚନାଯୋଗ୍ୟ, ଅମରନାଥ ଯାତ୍ରା ଜୁନ ୩୦ରୁ ଆରମ୍ଭ ହେବାକୁ ଯାଉଛି । ଏହି ଯାତ୍ରା ୨୦୨୧ ଓ ୨୦୨୦ରେ କରୋନା ମହାମାରୀ କାରଣରୁ ବନ୍ଦ ରହିଥିଲା । ସେହିପରି ୨୦୧୯ରେ ଅନୁଚ୍ଛେଦ ୩୭୦ ହଟାଇବାକୁ ନେଇ ଏହି ଯାତ୍ରାକୁ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ କରି ଦିଆଯାଇଥିଲା । ଦୀର୍ଘ ୨ ବର୍ଷ ପରେ ପୁଣିଥରେ ଅମରନାଥ ଯାତ୍ରା ଆରମ୍ଭ ହେବାକୁ ଯାଉଥିବା ବେଳେ ଲକ୍ଷ ଲକ୍ଷ ସଂଖ୍ୟାରେ ଭକ୍ତ ପହଞ୍ଚିବେ ବୋଲି ଅନୁମାନ କରାଯାଉଛି । ଏହା ଅଗଷ୍ଟ ୧୧ରେ ଶେଷ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri