ପୁରୀ ଶ୍ରୀମନ୍ଦିର ଉପରେ ପୁଣି ଉଡ଼ିଲା ଡ୍ରୋନ୍, ସୁରକ୍ଷା ବ୍ୟବସ୍ଥାରେ ଗମ୍ଭୀର ପ୍ରଶ୍ନଚିହ୍ନ

ପୁରୀ, ୧୨/୯: ନିଷିଦ୍ଧ ଉଡ଼ାନ ଅଞ୍ଚଳ ଘୋଷିତ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ଉପରେ ଗୁରୁବାର ସନ୍ଧ୍ୟାକାଳୀନରେ ଆଉ ଏକ ଡ୍ରୋନ୍ ଉଡ଼ିବା ଦେଖାଯାଇଛି। ଯାହା ପୁଣିଥରେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ଏହା ଗମ୍ଭୀର ଚିନ୍ତାର ବିଷୟ ହୋଇଛି।

ସୂଚନା ମୁତାବକୁ ଦେଖିବାକୁ ମିଳିଥିଲା ଯେ, ବାଲିସାହି ପଟୁରୁ ଆସି ଡ୍ରୋନ୍‌ଟି ମନ୍ଦିର ଆଖପାଖରେ ଘୂରିବା ପରେ ସମସ୍ତଙ୍କ ଆଗରୁ ଅଦୃଶ୍ୟ ହୋଇଯାଇଥିଲା। ଏହାର ଭିଡିଓ ସାମାଜିକ ମାଧ୍ୟମରେ ଭାଇରାଲ୍ ହୋଇଯାଇଛି, ଯାହା ମନ୍ଦିରର ସୁରକ୍ଷାକୁ ନେଇ ଅଧିକ ଚିନ୍ତା ସୃଷ୍ଟି କରିଛି।

ସୁରକ୍ଷା ଦିଗକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିର ଉପରେ ନିଷିଦ୍ଧ ଉଡ଼ାନ ଅଞ୍ଚଳ ଘୋଷଣା କରାଯାଇଛି। କିନ୍ତୁ ଏଭଳି ଘଟଣା ବାରମ୍ବାର ଘଟିବା ସ୍ଥାନୀୟ ଲୋକମାନଙ୍କୁ ଚିନ୍ତିତ କରିଛି। କିଛିଦିନ ତଳେ କେହି ଜଣେ ଗୋପନୀୟ କ୍ୟାମେରାରେ ଶ୍ରୀମନ୍ଦିରର ଆଭ୍ୟନ୍ତରୀଣ ଭାଗର ଫଟୋ ଓ ଭିଡିଓ ଉଠାଇବା ଘଟଣାର କିଛି ଘଣ୍ଟା ପରେ ଘଟିଥିବାରୁ ଭକ୍ତମାନେ ଓ ପୁରୀର ସ୍ଥାନୀୟ ବାସିନ୍ଦାମାନେ ଗମ୍ଭୀର ଅସୁରକ୍ଷିତ ଅବସ୍ଥା ପ୍ରକାଶ କରିଛନ୍ତି। ସେମାନେ ପୋଲିସଙ୍କୁ ଡ୍ରୋନ୍‌ଟିକୁ ଖୋଜିବାକୁ, ଜବତ କରିବାକୁ ଏବଂ ଅବୈଧ କାର୍ଯ୍ୟରେ ଜଡିତ ବ୍ୟକ୍ତିମାନଙ୍କୁ ଧରିବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ସୀମାନ୍ତ ଗ୍ରାମରେ ଲୋକଙ୍କୁ କଲେ ଏକାଠି: ୧୨ଟି ଗ୍ରାମ ଆନ୍ଧ୍ର ରାଜ୍ୟର ଦାବି କରି…

ପଟ୍ଟାଙ୍ଗି,୨୮।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ଉପର ସେମ୍ବି ଗ୍ରାମରେ ଆନ୍ଧ୍ର ରାଜ୍ୟର ଜନସେନା ଦଳ ଗ୍ରାମବାସୀଙ୍କୁ ଏକାଠି…

ଟୁଇନ ସିଟିରେ ବନ୍ଦ ପ୍ରଭାବ: ଗଡ଼ୁନି ଘରୋଇ ବସ୍‌

ଭୁବନେଶ୍ୱର,୨୮ା୧: ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ…

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ: ଜାଣନ୍ତୁ କେତେଟାରୁ…

ପୁରୀ,୨୬ା୧(ଅଜିତ୍‌ କୁମାର ମହାନ୍ତି):ମାଘ ଶୁକ୍ଳପକ୍ଷ ଦଶମୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ…

ଆଉ ଚାରା ନାହିଁ

ଓଡ଼ିଆରେ କଥା ଅଛି ‘ଆଉ ଚାରା ନାହିଁ’। ଅର୍ଥାତ୍‌ ଆଉ କିଛି ଉପାୟ ନ ଥିଲେ ବାଧ୍ୟ ହେବା ସ୍ଥିତିକୁ ଲକ୍ଷ୍ୟ କରାଯାଇ ଏଭଳି କୁହାଯାଇଥାଏ। ଗୋଟିଏ…

ଖଣ୍ଡଗିରିରେ ଯାତ୍ରା ମହାସମର: କମିଲା ସିଟ୍‌ ସଂଖ୍ୟା

ଭୁବନେଶ୍ୱର, ୨୮ା୧(ଅନୁରାଧା ମହାରଣା/ତ୍ରିନାଥ ମହାନ୍ତି):ଖଣ୍ଡଗିରି କୁମ୍ଭମେଳାରେ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟରେ ୪ଟି ଯାତ୍ରା ଅନୁଷ୍ଠାନ ଯାତ୍ରା ମହାସମରକୁ ଓହ୍ଲାଇଥିବାବେଳେ ଦର୍ଶକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଇନ୍ଦିରା…

ବଢ଼ିବ ବାବୁଙ୍କ ଆର୍ଥିକ କ୍ଷମତା: ସରକାରୀ ଯୋଜନା ରକେଟ ବେଗରେ…

ଭୁବନେଶ୍ୱର,୨୮।୧(ରବିନାରାୟଣ ଜେନା):ରାଜ୍ୟ ସରକାରକୁ ଅଧିକ ଦକ୍ଷ ଓ ଗତିଶୀଳ କରିବା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ୨୦୨୫ ମେ’ ୨୮ରେ ପ୍ରଶାସନିକ କ୍ଷମତାରେ ପରିବର୍ତ୍ତନ କରାଯାଇଥିବାବେଳେ ଏବେ…

ଛାତ ଉପରେ ବୋମା ଭିଡ଼ିବାବେଳେ ବିସ୍ଫୋରଣ

ଭୁବନେଶ୍ୱର,୨୮।୧(ତ୍ରିନାଥ ମହାନ୍ତି): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ନ୍ୟୁ ଆଜାଦ ନଗରରେ ଏକ ୩ତାଲା ବିଶିଷ୍ଟ ଛାତ ଉପରେ ମଙ୍ଗଳବାର ବୋମା ଭିଡ଼ିବା ସମୟରେ ବିସ୍ଫୋରଣ ଘଟି…

ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ, ୩୦ ଜିଲାରେ ବନ୍ଦ ରହିବ…

ଭୁବନେଶ୍ୱର,୨୮ା୧(ସୁନିତ୍‌ ମିଶ୍ର): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri