Video: ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇଲେ ୟୁଟ୍ୟୁବର: ପଦାରେ ପଡ଼ିଲା ସୁରକ୍ଷା ତ୍ରୁଟି, ଭିଡିଓ ଭାଇରାଲ୍

ପୁରୀ,୧୨।୨: ସୋସିଆଲ ମିଡିଆରେ ଏକ ଭିଜୁଆଲ୍ ଭାଇରାଲ ହୋଇଛି ଯେଉଁଥିରେ ପୁରୀର ଜଗନ୍ନାଥ ମନ୍ଦିର ଉପରେ ଡ୍ରୋନ୍ ଉଡୁଥିବା ଦେଖିବାକୁ ମିଳୁଛି। କିଭଳି ଏବଂ କେଉଁ ପରିସ୍ଥିତିରେ ଯୁବକ ଜଣକ ଏହି ଦୁଃଶାହାସ କରିପାରିଲେ, ସୁରକ୍ଷାକର୍ମୀ ଏହି ସମୟରେ କ’ଣ କରୁଥିଲେ ? ଏବେ ଏହାକୁ ନେଇ ଶ୍ରୀମନ୍ଦିର ସୁରକ୍ଷା ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରିପୋର୍ଟ ମୁତାବକ ଏହି ଭିଡିଓ ସୁଟ୍ କରିଥିବା ଯୁବକ ନିଜ ବ୍ୟକ୍ତିଗତ ସୋସିଆଲ ମିଡିଆ ପ୍ରୋଫାଇଲରେ ଶେୟର କରିଛନ୍ତି। ଯାହା ଵର୍ତମାନ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ଏହି ଭିଡିଓଟି ଖୁବ୍ କମ୍ ସମୟ ମଧ୍ୟରେ ବହୁ ସଂଖ୍ୟାରେ ଲୋକେ ଦେଖିଛନ୍ତି। ପୁରୀର ସିଂହଦ୍ୱାର ପୋଲିସ ନିକଟରେ ଜଗନ୍ନାଥ ମନ୍ଦିର ଉପରେ ଉଡ଼ୁଥିବା ଏହି ଡ୍ରୋନ୍ ସମ୍ପର୍କରେ ଅଭିଯୋଗ ହୋଇଛି।


ଭିଡିଓରେ ଦେଖିବାକୁ ମିଳୁଛି ଯେ ଡ୍ରୋନ୍ ମନ୍ଦିର ଅତି ନିକଟରୁ ଉଡୁଛି। ଉଲ୍ଲେଖଯୋଗ୍ୟ ଯେ, ପୁରୀ ଜଗନ୍ନାଥ ମନ୍ଦିର ଚାରିପାଖରେ ଥିବା ଆଇଡି ଏକ “ଫ୍ଲାଏ ଜୋନ୍ ନୁହେଁ”। ଅର୍ଥାତ ଏଠାରେ ଡ୍ରୋନ୍ ଉଡ଼ାଇବାକୁ ଅନୁମତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri