Posted inଜାତୀୟ

ମୋଦିଙ୍କ ବାସଭବନ ଉପରେ ଡ୍ରୋନ…

ନୂଆଦିଲ୍ଲୀ,୩।୭ : ସୋମବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ ଉପରେ ଡ୍ରୋନ ଉଡ଼ିବାର ଖବର ଆଲୋଡ଼ନ ସୃଷ୍ଟି କରିଛି। ଏସପିଜି ଏହି ବିଷୟରେ ଦିଲ୍ଲୀ ପୋଲିସକୁ ସୂଚନା ଦେଇଥିଲା, ସୂଚନା ପାଇବା ମାତ୍ରେ ବରିଷ୍ଠ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ।

ସୂଚନାନୁସାରେ, ସୋମବାର ଭୋର ପ୍ରାୟ ୫ ଟା ବେଳେ ଏସପିଜି ଦିଲ୍ଲୀ ପୋଲିସକୁ ଏ ସମ୍ପର୍କରେ ସୂଚନା ମିଳିଥିଲା। ସୂଚନା ପାଇବା ମାତ୍ରେ ଦିଲ୍ଲୀର ବରିଷ୍ଠ ଅଧିକାରୀ ଏବଂ ପୋଲିସ ବାହିନୀ ଡ୍ରୋନ ଖୋଜିବା ଆରମ୍ଭ କରିଥିଲେ।

ପ୍ରଧାନମନ୍ତ୍ରୀଙ୍କ ବାସଭବନ ଏବଂ ଏହାର ଆଖପାଖ ଅଞ୍ଚଳ କୌଣସି ଫ୍ଲାଇଙ୍ଗ ଜୋନରେ ନାହିଁ। ସୋମବାର ସକାଳେ, ଏନଡିଡି କଣ୍ଟ୍ରୋଲ ରୁମକୁ ପ୍ରଧାନମନ୍ତ୍ରୀଙ୍କ ବାସଭବନ ନିକଟରେ ଏକ ଅଜ୍ଞାତ ଫ୍ଲାଇଙ୍ଗ ବସ୍ତୁ ବିଷୟରେ ସୂଚନା ମିଳିଥିଲା।

ଆଖପାଖ ଅଞ୍ଚଳରେ ବହୁ ଖୋଜାଖୋଜି କରାଯାଇଥିଲା କିନ୍ତୁ ସେପରି କିଛି ମିଳି ନ ଥିଲା। ଏୟାର ଟ୍ରାଫିକ କଣ୍ଟ୍ରୋଲ ରୁମ (ଏଟିସି) କୁ ମଧ୍ୟ ଯୋଗାଯୋଗ କରାଯାଇଥିଲା, ସେମାନେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ବାସଭବନ ନିକଟରେ କୌଣସି ଫ୍ଲାଇଙ୍ଗ ବସ୍ତୁ ପାଇ ନ ଥିଲେ।

ନୂଆଦିଲ୍ଲୀ ଜିଲାର ଅତିରିକ୍ତ ଡେପୁଟି କମିଶନର ଡକ୍ଟର ହେମନ୍ତ ତିୱାରୀ କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ବାସଭବନ ଉପରେ ନୋ-ଫ୍ଲାଇଙ୍ଗ ଜୋନରେ ଡ୍ରୋନ ଉଡିବା ସମ୍ପର୍କରେ ସୂଚନା ମିଳିଛି। ସକାଳ ୫ ଟା ୩୦ ରେ ଏସପିଜି ପୋଲିସ ସହିତ ଯୋଗାଯୋଗ କରିଥିଲେ। ବର୍ତ୍ତମାନ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri