Posted inଜାତୀୟ

ଅରନିୟା ସେକ୍ଟରରେ ପାକିସ୍ତାନୀ ଡ୍ରୋନ୍‌

ଜମ୍ମୁ,୨୩ ।୮: ଜମ୍ମୁ ସଂଭାଗର ଅରନିୟା ସେକ୍ଟରରେ ସୋମବାର ସକାଳେ ଏକ ଡ୍ରୋନ୍ ଦେଖାଯାଇଥିଲା । ଏହାର ସୂଚନା ପାଇବା ପରେ ପୋଲିସ ଓ ବିଏସ୍‌ଏଫ୍ ଟିମ୍ ସର୍ଚ୍ଚ ଅପରେଶନରେ ଲାଗି ପଡିଛନ୍ତି । ଜଣେ ଅଧିକାରୀଙ୍କ ସୂଚନା ଅନୁଯାୟୀ ସକାଳ ପ୍ରାୟ ୫ଟା ୩୦ରେ ଅନ୍ତରାଷ୍ଟ୍ରୀୟ ସୀମା ନିକଟରେ ଅରନିୟା ସେକ୍ଟରରେ ଆକାଶରେ ଲାଲ ଓ ହଳଦିଆ ରଙ୍ଗର ଆଲୋକ ଦେଖାଯାଇଥିଲା । ଏହାକୁ ଦେଖିବା କ୍ଷଣି ସେନା ତୁରନ୍ତ ୨୫ ରାଉଣ୍ଡ ଗୁଳି ଚଳାଇଥିଲେ । ଏହାପରେ ଡ୍ରୋନଟି ପାକିସ୍ତାନ ଆଡକୁ ଚାଲିଯାଇଥିଲା । ସୂଚନାଯୋଗ୍ୟ, ନିୟନ୍ତ୍ରଣ ରେଖା(ଏଲ୍‌ଓସି) ଓ ଅନ୍ତରାଷ୍ଟ୍ରୀୟ ସୀମା(ଆଇବି)ରେ ସୁରକ୍ଷାବଳଙ୍କ କଡା ପ୍ରହରୀ ଯୋଗୁ ପାକିସ୍ତାନ ସୀମା ଭିତରକୁ ପ୍ରବେଶ କରି ପାରୁ ନ ଥିବାରୁ ଡ୍ରୋନର ସାହାଯ୍ୟ ନେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଜାଳେଣି ବ୍ୟବହାର ବନ୍ଦ ହେଲେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିବ: ଆଇଆଇଟି ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୨୦।୪: ଭାରତରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସାଧାରଣ ଜାଳେଣି ବନ୍ଦ କରାଗଲେ ବର୍ଷରେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିପାରିବ। ଜାଳେଣି କାଠ,...

ବୋଲପୁରରେ ଶାହାଙ୍କ ମେଗା ରୋଡ ଶୋ’

କୋଲକାତା,୨୦ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତର ରବିବାର ହେଉଛି ଦ୍ୱିତୀୟ ଦିନ । ରାଜ୍ୟରେ ଆସନ୍ତା ବର୍ଷ ହେବାକୁ ଥିବା...

କରୋନା ସଙ୍କଟରେ ସହାୟତା ପାଇଁ ଅଣ୍ଟା ଭିଡ଼ିଛି ଭାରତୀୟ ରେଲଓ୍ବେ

ନୂଆଦିଲ୍ଲୀ,୩୧।୩: ସାରା ଭାରତରେ କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି।  ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ଅବଲମ୍ବନ କରିବା ଅପରିହାର୍ଯ୍ୟ।...

ଉତ୍ତରପ୍ରଦେଶରେ ପୁଣି ଲଜ୍ଜା: ନାବାଳିକାକୁ ଗଣବଳାତ୍କାର, ୪ ଗିରଫ

ନୂଆଦିଲ୍ଲୀ, ୭ା୧୨(ପି.ଟି.): ଦେଶର ବିଭିନ୍ନ ସ୍ଥାନରେ ଗୋଟାକ ପରେ ଗୋଟେ ଗଣବଳାତ୍କାର ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଉନ୍ନାଓ କାଣ୍ଡ ପରେ ପୀଡ଼ିତା ଆଖିବୁଜିବା, ହାଇଦ୍ରାବାଦରେ...

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ପରୀକ୍ଷା ଫଳ

ନୂଆଦିଲ୍ଲୀ,୧୪।୬: ମେ ୨୭ରେ ଅନୁଷ୍ଠିତ ହୋଇଥିବା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ ମହାରାଷ୍ଟ୍ରର କାର୍ତ୍ତିକେୟ ଗୁପ୍ତା ୩୬୦ରୁ ୩୩୭...

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ...

କଶ୍ମୀରରେ ଡୋଭାଲଙ୍କ ମିଶନ ‘ହୃଦୟ ବିଜୟ’

ଶ୍ରୀନଗର,୧୧।୮: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ ଏବେ ଜମ୍ମୁ-କଶ୍ମୀରରେ ମିଶନ ‘ହୃଦୟ ବିଜୟ’ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ...

ସମ୍ପର୍କୀୟଙ୍କ ମୃତଦେହ ପାଇବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା: ଲାଉଡସ୍ପିକର୍‌ରେ ଡକାଯାଉଛି ନାଁ

ଅହମଦାବାଦ,୧୬।୪: ଦେଶରେ କରୋନା ମାମଲା ବଢିବାରେ ଲାଗିଛି। ଗୁଜରାଟରେ କରୋନା ସମସ୍ତ ରେକର୍ଡ ଭାଙ୍ଗିଛି। ବଢୁଥିବା ମାମଲା ଯୋଗୁ ଏଠାରେ ଡାକ୍ତରଖାନା ଏବଂ ସ୍ବାସ୍ଥ୍ୟସେବା ବ୍ୟବସ୍ଥା...

Advertisement
Archives

Model This Week