ୟୁକ୍ରେନ କରୁଛି ଡ୍ରୋନ ଆକ୍ରମଣ: ରୁଷିଆର ଅଭିଯୋଗ…

ମସ୍କୋ,୨୩।୮ : ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଛି। ଉଭୟ ଦେଶ ପରସ୍ପର ଉପରେ ଆକ୍ରମଣ କରୁଛନ୍ତି। ଏହି କ୍ରମରେ,ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ବୁଧବାର ଦାବି କରିଛି ସେମାନେ ମସ୍କୋରେ ଆକ୍ରମଣ କରିବାକୁ ଚେଷ୍ଟା କରୁଥିବା ତିନୋଟି ୟୁକ୍ରେନ ଡ୍ରୋନକୁ ଧ୍ୱଂସ କରିଛନ୍ତି।

ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ବୁଧବାର ସକାଳେ ୟୁକ୍ରେନ ମସ୍କୋ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା, ଯାହା ବାଧାପ୍ରାପ୍ତ ହୋଇଥିଲା। ଏହି ଆକ୍ରମଣରେ ତିନୋଟି ଡ୍ରୋନ ସମ୍ପୃକ୍ତ ଥିଲେ। ଏହା ମଧ୍ୟ କୁହାଯାଇଛି ମୋଜାଇସ୍କି ଏବଂ ଖିମକିସ୍କି ଜିଲାରେ ବାୟୁ ପ୍ରତିରକ୍ଷା ପ୍ରଣାଳୀ ଦ୍ୱାରା ଦୁଇଟି ଡ୍ରୋନ ନଷ୍ଟ ହୋଇଥିବାବେଳେ ତୃତୀୟ ଡ୍ରୋନ ନିୟନ୍ତ୍ରଣ ହରାଇଥିଲା। ପରେ ମସ୍କୋ ସିଟି କମ୍ପ୍ଲେକ୍ସରେ ନିର୍ମାଣାଧୀନ ଏକ କୋଠା ଉପରେ ଡ୍ରୋନ ଖସିପଡିଥିଲା।

ମନ୍ତ୍ରଣାଳୟ କହିଛି ଏହି ଆକ୍ରମଣରେ କୌଣସି କ୍ଷୟକ୍ଷତି ହୋଇନାହିଁ। ମସ୍କୋ ମେୟର ସରୋଜ ସୋବିୟାନିନ କହିଛନ୍ତି ଉଦ୍ଧାରକାରୀ ଦଳକୁ ଘଟଣାସ୍ଥଳକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri