ଏଣିକି ଓଷଧ  ପହଞ୍ଚାଇବ ଡ୍ରୋନ୍‌: ରାୟଗଡ଼ାରେ ହେଲା ଶୁଭାରମ୍ଭ 

ରାୟଗଡ଼ା,୧୮।୧୧(ଭାଗ୍ୟଶ୍ରୀ ମିଶ୍ର): ରାୟଗଡ଼ା ଜିଲାରେ ସ୍ବାସ୍ଥ୍ୟସେବାକୁ  ଅଧିକ ଗୁରୁତ୍ୱ ଦିଆଯାଇଛି। (ୟୁଏସ୍‌ଏଆଇଡି ) ସମର୍ଥିତ ସମରିଧ  ଏବଂ ଆଇପିଇ  ଗ୍ଲୋବାଲ ଦ୍ୱାରା କାର୍ଯ୍ୟକାରୀ ସଂସ୍ଥା ରେଡଓ୍ବିଙ୍ଗ   ଭଳି ଅଗ୍ରଣୀ ଷ୍ଟାର୍ଟଅପ ଅନୁଷ୍ଠାନ ସହଯୋଗରେ ବାରିଝୋଲା ସ୍ଥିତ ଜଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସ୍ବାସ୍ଥ୍ୟସେବା ଡ୍ରୋନ ବିତରଣ ନେଟୱାର୍କର ଶୁଭାରମ୍ଭ ହୋଇଯାଇଛି ।
ଜିଲାର କଲ୍ୟାଣସିଂହପୁର ଏବଂ ଗୁଡାରି ମେଡିକାଲକୁ ଡ୍ରୋନ ସାହାଯ୍ୟରେ ଔଷଧ ପଠାଯାଇଛି । ଏହା ସଫଳ ହେବା ଜିଲାର  ସମସ୍ତ ବ୍ଲକ ସହ ଦୁର୍ଗମ ଅଞ୍ଚଳକୁ ଏହା ସାହାଯ୍ୟରେ ନମୁନା ଏବଂ ଔଷଧ ପଠାଯିବ। ଜିଲା ମୁଖ୍ୟାଳୟରେ ବସି ଜଣେ ବ୍ୟକ୍ତି ଏହି ଡ୍ରୋନର ପରିଚାଳନା କରିବେ। ଡ୍ରୋନରେ ସମସ୍ତ ପ୍ରକାର ଔଷଧ ଗଚ୍ଛିତ ଅଛି, ଯାହା ଲୋକଙ୍କ ଅସୁବିଧା ସମୟରେ କାମରେ ଆସିବ।

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୁଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri